ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର ଥାନା ଆଳୁପୁର ଗ୍ରାମର ସମରଜିତ ପ୍ରଧାନ (୩୧) । କୌଣସି କାରଣରୁ ସେ ଘରେ ବେକରେ ଗାମୁଛା ଲଗାଇ ଜୀବନ ହାରିଥିବା କୁହାଯାଉଛି। ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏ ନେଇ ପୋଲିସ ଏକ ଅପମୃତତ୍ୟୁ ମାମଲା ନଂ ୪/୨୬ରେ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି । ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri