ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍‌

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୋଫାଲି ନାଏକ ଓ ସେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀ ବୋଲି ଜଣାପଡିଛି। ସେହିପରି ତାଙ୍କ ଘର ଥୁଆମୂଲ ରାମପୁର ବ୍ଳକ ଅନ୍ତର୍ଗତ ବିରୋକୋଟ ଗାଁର ବୋଲି ସୂଚନା ମିଳିଛି। ତେବେ ଛାତ୍ରୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ପାରି ନ ଥିବାବେଳେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri