Posted inବୌଦ୍ଧ

ନାବାଳିକାଙ୍କ ଝୁଲନ୍ତା ମୃତଦେହ ଜବତ

ବାଉଁଶୁଣୀ,୨୪ା୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ଅଁଳାପାଲି ପଞ୍ଚାୟତ ସାହୁପଡ଼ା ରଣାସାହିରେ ଏକ ଅଭାବନୀୟ ଘଟଣା ଘଟିଛି।

ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ବାଉଁଶୁଣୀ ଥାନା ସାହୁପଡ଼ା ରଣା ସାହିର ସନ୍ତୋଷ ରଣାଙ୍କ ବଡ଼ଝିଅ ସ୍ମୃତି ରଣା(୧୫) ନିଜ ଘରେ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ବାଉଁଶୁଣୀ ପୋଲିସ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି...

ବୌଦ୍ଧ ମୁଖ୍ୟ ଡାକଘରୁ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଚୋରି

ବୌଦ୍ଧ ,୧।୧୨ ( ଅଜିତ କୁମାର ବାରିକ) : ବୌଦ୍ଧସହର ମୁଖ୍ୟ ଡାକଘରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ବୌଦ୍ଧ ପୋଲିସ...

ଭିଣୋଇଙ୍କ ଉପରେ ଏତେ ରାଗ, ଶଳାଙ୍କ ଆଖିବୁଜା ଗୁଳିମାଡ଼ରେ…

କଣ୍ଟାମାଳ,୨୦।୧୧( ଆଦିତେଶ୍ୱର ମିଶ୍ର)-  ବୌଦ୍ଧ ଜିଲା  ମନମୁଣ୍ଡା ଥାନା ତିଲପଙ୍ଗା ଗାଁରେ ଗୁରୁବାର ସାରେ ଅଭାବନୀୟ ଘଟଣା ଘଟିଛି। ଶଳାଙ୍କ ଗୁଳିମାଡ଼ରେ ଭିଣୋଇ ଗୁରୁତର ହୋଇଥିବା...

ମହାନଦୀ ସେତୁ ତଳକୁ ଡେଉଁଥିଲେ ଛାତ୍ରୀ, ହଠାତ୍‌…

ବୌଦ୍ଧ,୧୮।୧୧:(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କିଆକଟା ମହାନଦୀ ବ୍ରିଜରୁ ତଳକୁ ଜଣେ ଛାତ୍ରୀ ଡେଇଁବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ଅଗ୍ନିଶମ ବାହିନୀ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri