Posted inବୌଦ୍ଧ

ନାବାଳିକାଙ୍କ ଝୁଲନ୍ତା ମୃତଦେହ ଜବତ

ବାଉଁଶୁଣୀ,୨୪ା୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ଅଁଳାପାଲି ପଞ୍ଚାୟତ ସାହୁପଡ଼ା ରଣାସାହିରେ ଏକ ଅଭାବନୀୟ ଘଟଣା ଘଟିଛି।

ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ବାଉଁଶୁଣୀ ଥାନା ସାହୁପଡ଼ା ରଣା ସାହିର ସନ୍ତୋଷ ରଣାଙ୍କ ବଡ଼ଝିଅ ସ୍ମୃତି ରଣା(୧୫) ନିଜ ଘରେ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ବାଉଁଶୁଣୀ ପୋଲିସ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri