Advertisement

ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ କେସ୍‌ ୨୮୪/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଯୁବତୀ ଜଣକ ସାନ୍ତବାହାଳ ଗ୍ରାମର ହୋଇଥିବାବେଳେ ହାୟାରପୁର ଗ୍ରାମ ଜଙ୍ଗଲରେ ଝୁଲନ୍ତା ମୃତଦେହ ମିଳିଥିବାରୁ ତାଙ୍କୁ କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ତଦନ୍ତକାରୀ ପୋଲିସ ଅଫିସର ଆଲୋକ ପରିଡା କହିଛନ୍ତି ଯେ, ପ୍ରାଥମିକ ସ୍ତରରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ହତ୍ୟା କରାଯାଇଥିବା ସନ୍ଦେହ କରାଯାଇ ତଦନ୍ତ ଜାରି ରହିଛି। ଘଟଣାର ମୋଡ଼ ପରିବର୍ତ୍ତନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ବ୍ୟାଙ୍କ ସମ୍ମୁଖରେ ବୀମାରୁ ବଞ୍ଚିତ ଚାଷୀଙ୍କ ଧାରଣା

ତିହିଡ଼ିି,୬।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦପା ଗ୍ରାମର ଶତାଧିକ ଚାଷୀ ଶୁକ୍ରବାର ପୂର୍ବାହ୍ନରେ ତିହିଡ଼ିସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ...

ଯୁବପିଢ଼ିଙ୍କ ପ୍ରେରଣା ଶୁଭଲକ୍ଷ୍ମୀ

ଢେଙ୍କାନାଳ ଅଫିସ, ୧୯।୧୧: ଉଚ୍ଚଶିକ୍ଷା ପାଇଁ ରହିଛି ଯଥେଷ୍ଟ ଆଗ୍ରହ। ହେଲେ ଏଥିରେ ବାଧକ ସାଜିଛି ଅର୍ଥ। ଦିନ ମଜୁରିଆ ବାପାଙ୍କ ରୋଜଗାରରେ ଘର ଚଳାଇବା...

ଦାନଗଦି ତହସିଲ: ବାଲିଘାଟର ବେଆଇନ ନିଲାମ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍‌.ଏ.),୧୬।୧୦: ଯାଜପୁର ଜିଲାର ଯାଜପୁର ଓ ଦାନଗଦି ତହସିଲ ଅଧୀନ ଲଘୁ ଖଣିଜ ଦ୍ରବ୍ୟ ବାଲି ସୈରାତ ଦୀର୍ଘମିଆଦୀ ଲିଜ ବିଜ୍ଞପ୍ତି ସମ୍ପୂର୍ଣ୍ଣ...

ପଶ୍ଚିମବଙ୍ଗ ଦଲାଲଙ୍କ କବ୍‌ଜାରେ ରବିଧାନ

ଜଳେଶ୍ୱର, ୧୧।୫(ଡି.ଏନ.ଏ.) – ଗତ କିଛିବର୍ଷ ଧରି ରବି ଓ ଖରିଫ ଧାନ ଅମଳ ସମୟରେ ସରକାରୀ ମଣ୍ଡି ଖୋଲୁ ନ ଥିବାରୁ ଚାଷୀମାନେ ଅଭାବୀ...

ବଦଳୁଛି ନାଲୁହା ନଦୀ ଗତିପଥ

କୁଆମରା,୨୨।୬(ଡି.ଏନ.ଏ.) – ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ନାଲୁହା ନଦୀ ଏବେ ବିପଦ ସାଜିଛି। ଗତିପଥ ବଦଳାଉ ଥିବାରୁ ପାର୍ଶ୍ୱବର୍ତ୍ତୀ ୨...

ଅଜନା ରୋଗ୍‌ରେ ପୀଡ଼ିତ ହୀରାଦେଈ

ଖଡିଆଳ,୨୩।୧୦(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କେନ୍ଦୁପାଟି ଗଁାର କେତୁ ଷଣ୍ଢକଁର ମାଏକିନା ହୀରାଦେଈ ଷଣ୍ଢ। ଆଏଜ୍‌କେ ୨ ବଛର ହେଲା କେହେନ୍‌ସି ଗୁଟେ ଅଜନା...

ସରକାରୀ ବସଷ୍ଟାଣ୍ଡ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ

ବରଗଡ ଅଫିସ, ୩୦।୧୦: ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବୁଧବାର ସକାଳ ପ୍ରାୟ ସାଢେ ୮ଟାରେ ବରଗଡ ସରକାରୀ ବସଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି। ପରିଦର୍ଶନ...

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ...

Advertisement
Archives

Model This Week