ରାଜଧାନୀରେ ସ୍ଥାନାନ୍ତର ହେବାକୁ ଯାଉଛି ହାଟ

ଭୁବନେଶ୍ୱର,୨୨।୪: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବଢି ଚାଳିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛି। ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ବିଏମ୍‌ସି କୁହାଯାଇଛି। ସ୍ଥାନାନ୍ତର ପ୍ରକ୍ରିୟା ସୋମବାର ଆରମ୍ଭ ହେବ। ପ୍ରମୁଖ ହାଟ ମଧ୍ୟରେ ୟୁନିଟ-୧ ହାଟ ୟୁନିଟ-୧ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର ହେବ। ବ୍ରହ୍ମେଶ୍ୱର ହାଟ ବ୍ରହ୍ମେଶ୍ୱର ମେଳଣ ପଡ଼ିଆକୁ ସ୍ଥାନାନ୍ତର କରିବା ନେଇ ବିଏମସି ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ଗୁରୁବାର ୟୁନିଟ-୪ ହାଟ ଶାସ୍ତ୍ରୀନଗର ଏବଂ ରେଡକ୍ରସ ସମ୍ମୁଖ ରାସ୍ତାକୁ ଉଠି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀ ଡବଲ ମର୍ଡର ଘଟଣା: ଜଣେ ଗିରଫ

ବାଙ୍କୀ,୧୮।୩(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଜୋକଲାଞ୍ଜିଠାରେ ହୋଇଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରିଛି...

ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବୁଗୁଡ଼ା,୧୯ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି ନେଇ ସୋମବାର ଉକ୍ତ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା...

୧୦ ଜିଲାକୁ ପଠାଗଲା ଇଭିଏମ୍‌ ମେଶିନ

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲାସ୍ତରକୁ ଇଭିଏମ୍‌ ମେଶିନ ପଠା ଆରମ୍ଭ...

‘ବବି, ପାଣ୍ଡିଆନ୍‌ ନବୀନଙ୍କ ଆଖି’

ଭୁବନେଶ୍ୱର,୧୧ା୮(ପି.ଟି.):ଶାସକମାନେ ଜଣେ ନିର୍ଦ୍ଦିଷ୍ଟ ଅମଲାତନ୍ତ୍ରୀ କିମ୍ବା ରାଜନେତାଙ୍କ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ ନ ହୋଇ ସୂଚନାର ବିକଳ୍ପ ଉତ୍ସ ବାହାର କରିବା ଉଚିତ ବୋଲି ବିଜୁ...

ଶ୍ରୀଲିଙ୍ଗରାଜଙ୍କ ଜମିରେ ବେଆଇନ ନିର୍ମାଣ

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ଓ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରାଟ ଯୋଜନା କାର୍ଯ୍ୟ କରିବାକୁ ସମସ୍ତ ବିଭାଗ ମିଳିତ ଭାବେ କାମ...

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ...

ଶାସକ ଦଳକୁ ବିଷ୍ଣୁ, ସୁରେଶଙ୍କ ସମାଲୋଚନା

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିସାରିଛନ୍ତି। ଏହା ଉପରେ ସୋମବାରଠାରୁ ବିଧାନସଭାରେ ଆଲୋଚନା ଆରମ୍ଭ ହୋଇଛି। ଅଧିବେଶନର ଦ୍ୱିତୀୟାର୍ଦ୍ଧରେ...

ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ: ପ୍ରଜ୍ଞା ମିଶ୍ର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୫।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ଇ) ଦ୍ୱାରା ପରିଚାଳିତ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ...

Advertisement
Archives

Model This Week