ସକାଳୁ ସ୍କୁଲ ଯାଉଥିଲେ ପ୍ରଧାନଶିକ୍ଷକ, ସାମ୍ନାରୁ ଧକ୍କା ଦେଲା ବାଇକ, ତା’ପରେ…

ମୋହନା,୧।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରଙ୍ଗ ମାଟିଆ ସ୍କୁଲ ନିକଟରେ ଶନିବାର ସକାଳେ ବାଇକ ସହ ବାଇକ ଧକ୍କା ହୋଇଛି। ସୂଚନା ପ୍ରକାରେ ମୋହନା ଠାରୁ ଏକ ବାଇକ ( ଓଡି ୨୦ ଡି ୫୯୮୧ ) ରେ ରଙ୍ଗ ମାଟିଆ ପ୍ରଧାନଶିକ୍ଷକ ହାବେଲ ଗମାଙ୍ଗ (୪୬) ବିଦ୍ୟାଳୟକୁ ଯାଉଥିବାବେଳେ ଅପରପାର୍ଶ୍ୱରୁ ବାଇକ ଯୋଗେ ଅଡବା ଥାନା ଡେଙ୍ଗାସଖାଲ ପଞ୍ଚାୟତର ରାଇଜୁକା ନୁଆସାହିର ବିଶ୍ୱ ମଲ୍ଲିକ ( ୨୦ )ଙ୍କ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା। ଫଳରେ ବିଶ୍ୱଙ୍କ ବାଇକ ରାସ୍ତାକାଡରେ ଥିବା ଏକ ପାନ ଦୋକାନକୁ ପିଟିହୋଇ ଛିଟିକି ପଡିଥିବା ଦେଖିବାକୁ ମିଳିଛି।

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri