ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇ ୧୦ ବର୍ଷ ଜେଲ୍‌ ଗଲେ ପ୍ରଧାନଶିକ୍ଷକ

ସୁନ୍ଦରଗଡ଼,୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ପୋକ୍ସୋ କୋର୍ଟର ପ୍ରିଜାଇଡିଂ ଅଫିସର ତଥା ଜଜ୍‌ ବୁଧବାର ଏକ ଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ଅଭିଯୁକ୍ତ ପ୍ରଧାନଶିକ୍ଷକ ଶ୍ୟାମ ସୁନ୍ଦର ପଟେଲଙ୍କୁ ୧୦ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ କୋର୍ଟ ଅଭିଯୁକ୍ତ ପ୍ରଧାନଶିକ୍ଷକ ପଟେଲଙ୍କୁ ୭୦ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ପଟୁଆଡିହି ପଞ୍ଚାୟତ ହାଇସ୍କଲରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ଛାତ୍ରୀମାନଙ୍କୁ ବିଭିନ୍ନ ସମୟରେ ଯୌନ ନିର୍ଯାତନା ଦେଇ ଆସୁଥିଲେ। ଏଥିରେ ଅତିଷ୍ଠ ହୋଇ ବିଦ୍ୟାଳୟର ଜଣେ୧୦ମ ଶ୍ରେଣୀ ଛାତ୍ରୀ ହଷ୍ଟେଲର ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ। ସରକାରଙ୍କ ପକ୍ଷରୁ ଏହି ମାମଲାଟିକୁ ସ୍ବତନ୍ତ୍ର ପୋକ୍ସୋ କୋର୍ଟର ପବ୍ଲିକ ପ୍ରସିକ୍ୟୁଟର ଦେବାଶିଷ ମିଶ୍ର ମାମଲାଟିକୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri