ମଧ୍ୟାହ୍ନ ଭୋଜନ ଚାଉଳ ବିକୁଥିଲେ  ପ୍ରଧାନ ଶିକ୍ଷୟିତ୍ରୀ, ଧରିପକାଇଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୬।୧: (ଅଶୋକ କୁମାର ମହାପାତ୍ର): ସ୍କୁଲ ଆରମ୍ଭ ହେଉ ହେଉ ଖୋଦ ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି କରିଥିଲେ । ଚାଉଳ ଲଦା ହୋଇଥିବା ବାଇକ ସହ ବ୍ୟବସାୟୀଙ୍କୁ ଧରିଲେ ବିଦ୍ୟାଳୟ ସଭାପତି। ଏ ନେଇ ଥାନାରେ ଏତଲା  ମଧ୍ୟ ଦିଆଯାଇଛି। ଏଭଳି  ଘଟଣା ଦେଖିବାକୁ ମିଳିଛି କଟକ ଜିଲା ନିଶ୍ଚିନ୍ତକୋଇଲି ମଣ୍ଡଳ ଶିକ୍ଷା ଅଧୀନରେ ଥିବା ସରକାରୀ ନୋଡାଲ ଉଚ୍ଚ ବାଳିକା ବିଦ୍ୟାଳୟ ବୋଧଙ୍ଗରେ। ଏକ କୁଇଣ୍ଟାଲ ଚାଉଳ କିଲୋ ପିଛା ୨୫ଟଙ୍କା ଦାମରେ ପ୍ରଧାନ ଶିକ୍ଷୟିତ୍ରୀ ବିକ୍ରି କରିଥିବା  ବ୍ୟବସାୟୀ  କହିଛନ୍ତି। ବ୍ୟବସାୟୀଙ୍କୁ ଗ୍ରମବାସୀ ଅଟକ ରଖିଛନ୍ତି। ଏହି ଘଟଣାରେ ବିଦ୍ୟାଳୟ ସଭାପତି ତଦନ୍ତ ଦାବି କରିଛନ୍ତି। ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି ବ୍ଲକ ଶିକ୍ଷାଧିକାରୀଣୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri