ଛାତ୍ରୀଙ୍କୁ ଅସଦାଚରଣ କରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର ଅଫିସ୍‌/ଦେଓଗଁା,୨୬ା୮(ଡି.ଏନ୍‌.ଏ.): ସ୍କୁଲରେ ପ୍ରଧାନଶିକ୍ଷକ ୫ଜଣ ଛାତ୍ରୀଙ୍କୁ ଦୀର୍ଘଦିନ ଧରି ଅସଦାଚରଣ କରିଆସୁଥିଲେ। ବଲାଙ୍ଗୀର ଜିଲା ଦେଓଗଁା ଥାନା ମୁରସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିବା ପରେ ଗୁରୁବାର ଗ୍ରାମବାସୀ ସ୍କୁଲ ଘେରାଉ କରିିଥିଲେ। ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କରିଥିଲେ। ଦେଓଗଁା ଥାନା ପୋଲିସ ସ୍କୁଲରେ ପହଞ୍ଚତ୍ ସମ୍ପୃକ୍ତ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଥାନାକୁ ଆଣିଥିଲା।ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇଙ୍କୁ ପଚାରିବାରୁ ଅଭିଯୋଗ ପରେ ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିବା କହିଛନ୍ତି। ଥାନାଧିକାରୀ ତାରାବତୀ ପ୍ରଧାନ କହିଛନ୍ତି, ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଥାନାରେ ପଚରାଉଚରା ଚାଲିଛି, ତଦନ୍ତ ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ୍‌ ବିପଣନ ଋତୁ: ୨୦୧୯-୨୦; ଧାନ ସଂଗ୍ରହ କାର୍ଯ୍ୟରେ ପୂର୍ଣ୍ଣ ସ୍ବଚ୍ଛତା ଅଣାଯିବ : ମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ)- ଚଳିତ ଖରିଫ୍‌ ବିପଣନ ଋତୁ ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ କାର୍ଯ୍ୟକୁ ଅନ୍‌ଲାଇନ୍‌ ମାଧ୍ୟମରେ ସ୍ବଚ୍ଛ ଏବଂ ଅଧିକ ଫଳପ୍ରଦ କରାଯିବା ପାଇଁ ପଦକ୍ଷେପ...

ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି, ସକାଳ ୮ଟାରୁ ଦର୍ଶନ

ପୁରୀ ଅଫିସ,୨୮।୬: ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ଜାରି ହୋଇଛି। ସକାଳ ୮ଟାରେ...

ଗଛ ମୂଳରେ ସାବିତ୍ରୀ ବ୍ରତ

କେନ୍ଦୁଝର, ୨୨ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହର ଓ ଆଖପାଖ ଅଞ୍ଚଳରେ ପାରମ୍ପରିକ ଶାସ୍ତ୍ରମତେ ସାବିତ୍ରୀ ବ୍ରତ ପାଳିତ ହୋଇଯାଇଛି। ସଧବା ମହିଳାମାନେ ନିଜ ସ୍ବାମୀଙ୍କର ଦୀର୍ଘାୟୁ କାମନା କରି...

ଦାବି ପୂରଣ ନ ହେଲେ ଜାରି ରହିବ ଗଞ୍ଜେଇ ଚାଷ

ମାଲକାନଗିରି/ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ଏବଂ ଧୂଳିପୁଟ ପଞ୍ଚାୟତବାସୀଙ୍କ ସମେତ ଅନ୍ୟ ପଞ୍ଚାୟତର ବାସିନ୍ଦା ସୋମବାର ଧୂଳିପୁଟରେ ଏକାଠି ହୋଇ ପ୍ରଜାମେଳି...

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଲା

ଗଞ୍ଜାମ,୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସକାଳେ ପୁଣି ୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ୍‌...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପଦ୍ମପୁର,୯ା୫(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ସମସ୍ତ ଶିକ୍ଷକ, ଶିକ୍ଷା କର୍ମଚାରୀ, ନୂତନ ଭାବେ ପେନସନଧାରୀ ସେମାନଙ୍କର ୧ମାସ ୧ଦିନର ଦରମାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ...

ପ୍ରେମ ପାଇଁ ୯୭ ଲକ୍ଷ ହଡ଼ପ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ପ୍ରେମରେ ଅନ୍ଧ ହୋଇ ଏକ ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୯୭ଲକ୍ଷ ଟଙ୍କା ହଡ଼ପ କରିଥିଲେ ମହିଳା ଆକାଉଣ୍ଟାଣ୍ଟ। ଉକ୍ତ ଟଙ୍କାକୁ ପ୍ରେମିକଙ୍କ...

ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ

ଅନୁଗୋଳ ଅଫିସ୍‌, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା...

Advertisement
Archives

Model This Week