ଦୁର୍ଗମ ଅଞ୍ଚଳରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ତଳଗାଁ,୩ା୬(ଡି.ଏନ.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତର ୫ଟି ପାହାଡ଼ ଡେଇଁଲେ ପଡେ ରାଣୀସାହି । ଶୁକ୍ରବାର ଜିଲାସ୍ତରରୁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ପାଦ ପଡିଥିଲା ରାଣୀସାହି ଗ୍ରାମରୋ ଡ. ସଂଘମିତ୍ରା ପଣ୍ଡା, ଡ. ମଦନମୋହନ ପ୍ରଧାନ, ଡ. ସିଦ୍ଧାର୍ଥ, କାମାକ୍ଷା ପ୍ରସାଦ ସାହୁ, ରବିନ ପ୍ରଧାନ ପ୍ରମୁଖ ଗ୍ରାମର ଜନସାଧାରଣଙ୍କୁ ମ୍ୟାଲେରିଆ ଠାରୁ କିପରି ଦୂରେଇ ରହିବ ସେ ନେଇ ସଚେତନ କରିଥିଲେ ା ମଶାରୀ ଟାଣି ଶୋଇବା, ଘର ଚାରିପଟ ସଫା ରଖିବା, ବର୍ଷାଦିନେ ପିଲାଙ୍କୁ ପାଣି ଫୁଟାଇ ପିଇବାକୁ ଦେବା, ଜ୍ବର ହେଲେ ସଙ୍ଗେ ସଙ୍ଗେ ରକ୍ତ ପରୀକ୍ଷା କରିବା ପାଇଁ ଜିଲାରୁ ଆସିଥିବା ଅଧିକାରୀଗଣ ବୁଝାଇଥିଲେ। ଏହି ଅବସରରେ କେତେଜଣଙ୍କ ରକ୍ତ ପରୀକ୍ଷା କରିବା ସହ ଔଷଧ ବଣ୍ଟନ କରିଥିଲେ। ଗ୍ରାମବାସୀଙ୍କ କହିବା କଥା କୌଣସି ରୋଗରେ ଆକ୍ରାନ୍ତ ହେଲେ ଏତେ ଘାଟି ପାହାଡ ଡେଇଁ ତଳକୁ ଯାଇ ଚିକିତ୍ସିତ ହେବା କଷ୍ଟକର। ଏଣୁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନେ ଗ୍ରାମରେ ପହଞ୍ଚି ରକ୍ତ ପରୀକ୍ଷା ସହ ଔଷଧ ପତ୍ର ଦେଇଥିବାରୁ ଗ୍ରାମବାସୀ ଧନ୍ୟବାଦ ଜଣାଇଛନ୍ତ। ତଳଗାଁ ମେଡିକାଲରେ କାର୍ଯ୍ୟ କରୁଥିବା ଫାର୍ମାସିଷ୍ଟ କାମାକ୍ଷ ପ୍ରସାଦ ସାହୁ ସମସ୍ତ କାମ ଠିକ ଭାବେ ତୁଲାଉଥିବାରୁ ତାଙ୍କୁ ପୁରସ୍କୃତ କରାଯାଇଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri