କରୋନାକୁ ନେଇ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ସରକାର କରୋନା କଟକଣାକୁ ଗତମାସରେ ସମ୍ପୂର୍ଣ୍ଣ ହଟାଇ ଦେଇଥିବା ବେଳେ ରାଜ୍ୟକୁ ପୁଣି ଫେରିଛି କରୋନା। ତେବେ ଓଡ଼ିଶାରେ ବୁଧବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହେବାର ଅଭିଯୋଗ ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସଂକ୍ରମଣ ଉପରେ କଡ଼ା ନଜର ରଖିବାକୁ ସମସ୍ତ ଜିଲାର ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ।

ଉକ୍ତ ଚିଠିରେ ସମ୍ଭାବ୍ୟ କରୋନା ପରିସ୍ଥିତିକୁ ନେଇ ସେ ସତର୍କ କରାଇ ଦେଇଛନ୍ତି। ଏଥିସହିତ କରୋନା-୧୯ ପରିସ୍ଥିତି ପୁଣିଥରେ ଚାଇନା, ଜାପାନ, ଆମେରିକା, ବ୍ରାଜିଲ ଓ କୋରିଆରେ କାୟା ବିସ୍ତାର କରିଲାଣି। ଭାରତ ସରକାରଙ୍କ ପକ୍ଷରୁ ମଧ୍ୟ ଚଳିତବର୍ଷ ଜୁନ୍‌ରେ ଜାରି ହୋଇଥିବା ସଂଶୋଧିତ ନୀତିକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଏତଦ୍‌ବ୍ୟତୀତ ଫାଇଭ୍‌-ଟି ଯଥା ଟେଷ୍ଟିଂ, ଟ୍ରାକିଂ, ଟିକାକରଣ ଓ କଣ୍ଟାକ୍ଟ ଟ୍ରେସିଂ ସହିତ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କ ନମୁନା ପରୀକ୍ଷା ଓ ନୂଆ ଭାଇରସ ଚିହ୍ନଟ ହେଲେ ତୁରନ୍ତ ସେମାନଙ୍କର ଚିକିତ୍ସା କରିବା ଓ କଣ୍ଟେନମେଣ୍ଟ୍‌ ପାଇଁ ପଦକ୍ଷେପ ନେବାକୁ ବି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri