କାଶୀପୁର ଝାଡ଼ାବାନ୍ତି ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପି ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ରିପୋର୍ଟ ତଲବ କରିଛନ୍ତି। ସେ କହିଛନ୍ତି, ତୁରନ୍ତ ଏହି ଅଞ୍ଚଳକୁ ଅଭିଜ୍ଞ ଡାକ୍ତରୀ ଦଳ ପଠାଇ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀମାନଙ୍କର ଚିକିତ୍ସା କରିବା ସହ ଏହା କିପରି ରୋକାଯାଇପାରିବ ସେ ସମ୍ପର୍କରେ ସମସ୍ତ ପ୍ରକାର ପଦକ୍ଷେପ ନିଅନ୍ତୁ। ଆଗାମୀ ୭୨ ଘଣ୍ଟା ମଧ୍ୟରେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କୁ ଅବଗତ କରାନ୍ତୁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri