ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୬।୧: ବରଗଡ଼ରେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ ଉପସ୍ଥିତ ଥିଲେ। ଜିଲା ପୋଲିସ ପକ୍ଷରୁ ପରେଡ୍‌ ପ୍ରଦର୍ଶନ କରାଯାଇଥିଲା। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ କୋଭିଡ୍‌ ଯୋଦ୍ଧା, ଅଗ୍ରଣୀ ଚାଷୀ ତଥା ବିଭିନ୍ନ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ପଛରୁ ଧକ୍କାଦେଲା ଟାଟାଏସିଇ, ଚାଳକ ମୃତ

ଭଣ୍ଡାରିପୋଖରୀ, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ୧୬ ନମ୍ବର ଜାତୀୟ ରାଜପଥର ଯଶୋଟିକିରି ନିକଟରେ ଶୁକ୍ରବାର ଭୋରରେ ଏକ ଦୁର୍ଘଟଣା ଘଟିଛି। ଟାଟାଏସିଇ ଭାରସାମ୍ୟ ହରାଇ...

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦...

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୂର୍ବତନ ଖଣି ଅଧିକାରୀଙ୍କୁ ଜେଲ୍‌ଦଣ୍ଡ

କଟକ ଅଫିସ,୧।୧୧ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜଣେ ଅବସରପ୍ରାପ୍ତ ଖଣି ଅଧିକାରୀଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି। ସେ ହେଲେ...

କଟକ ସହର ପାଇଁ ଗଣେଶ ପୂଜା ଗାଇଡଲାଇନ୍‌

କଟକ ଅଫିସ,୩୧।୮: ସିଏମ୍‌ସି ପକ୍ଷରୁ ମଙ୍ଗଳବାର କଟକ ସହର ପାଇଁ ଗଣେଶ ପୂଜା ଗାଇଡଲାଇନ୍‌ ଜାରି କରାଯାଇଛି। ତଦନୁଯାୟୀ, ମଣ୍ଡପ ତଥା ପେଣ୍ଡାଲରେ ପୂଜା ଲାଗି...

ବୁଡ଼ାପାଲିରେ ବିଜେଡିର ମହିଳା କର୍ମୀ ସମାବେଶ: ରୀତା ସାହୁଙ୍କୁ ବିଜୟୀ କରାଇବାକୁ ନିବେଦନ

ବିଜେପୁର, ୧୬।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୫ ଦିନ ବାକି ଅଛି। ଏହା ପୂର୍ବରୁ ଅର୍ଥାତ୍‌ ଗୁରୁବାର ଓ ଶୁକ୍ରବାର ଦୁଇ...

କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା: କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କଲେ ଅଭିଭାବକ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ଶନିବାର ଅଭିଭାବକମାନେ ଡେପୁଟି କମିଶନରଙ୍କ ଅଫିସ ଘେରାଉ...

ଘର ଘର ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ଶିକ୍ଷକ

ବାଲିଗୁଡା,୨୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ସ୍କୁଲ, କଲେଜ ଆଦି ବନ୍ଦ ରହିଛି l ଏଭଳି ସ୍ଥିତିରେ ପିଲାମାନେ ଯେପରି ଘରେ ରହି ପାଠ ପଢିପାରିବେ ସେଥିପାଇଁ...

Advertisement
Archives

Model This Week