ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୬।୧: ବରଗଡ଼ରେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ ଉପସ୍ଥିତ ଥିଲେ। ଜିଲା ପୋଲିସ ପକ୍ଷରୁ ପରେଡ୍‌ ପ୍ରଦର୍ଶନ କରାଯାଇଥିଲା। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ କୋଭିଡ୍‌ ଯୋଦ୍ଧା, ଅଗ୍ରଣୀ ଚାଷୀ ତଥା ବିଭିନ୍ନ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୬ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରରେ

ଯୋଡ଼ା,୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଓ ପୌରପାଳିକା ଅଧୀନରେ ଥିବା ସରକାରୀ ବିଦ୍ୟାଳୟ ଗୁଡିକରେ ନବମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୫୬ ଛାତ୍ରୀଛାତ୍ର ନାମ...

ବେଦାନ୍ତର ଓସ୍ତପାଳ ଖଣି ବନ୍ଦ

ଯାଜପୁର ଅଫିସ,୨୭। ୭: ବେଦାନ୍ତ କମ୍ପାନୀ ଦ୍ୱାରା ପରିଚାଳିତ ଯାଜପୁର ଜିଲା ଓସ୍ତପାଳ କ୍ରୋମାଇଟ୍‌ ଖଣିକୁ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫଟି...

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଜୟପୁର, ୧୦।୧୧(ନି.ପ୍ର.): କୋରାପୁଟ -ଜୟପୁର ମଝିରେ ମାନବାର ଷ୍ଟେଶନ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। ଏଥିଯୋଗୁ ଟ୍ରେନ୍‌ର ୧୨ଟି...

ଦୁର୍ଘଟଣା ପାଇଁ ଏନ୍‌ଏଚ୍‌ଏଆଇ ଉପରେ ଦୋଷ

ଢେଙ୍କାନାଳ ଅଫିସ, ୨୪ା୧: ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ଥାନା ପଞ୍ଚୁପଟି ବ୍ରିଜ୍‌ଠାରେ ସୋମବାର ଭୋର ୪ଟାରେ ଘଟିଥିବା ପିକ୍‌ନିକ୍‌...

ପୋଲିସ ଉପସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ

ନିଶ୍ଚିନ୍ତକୋଇଲି, ୨୩ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲରେ ଶନିବାର ବେଆଇନ୍‌ ବାଲି ବୋଝେଇ ଗାଡ଼ି ଉପରେ ଚଢ଼ାଉବେଳେ ଜଣେ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା।...

ଚିନ୍ତା ବଢ଼ାଇଲାଣି ‘ଅମ୍ଫନ’: ମୁକାବିଲା ପାଇଁ ଧାମରାରେ ପହଞ୍ଚିଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ,୧୭।୫ – ଗୋଟିଏ ପଟେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌କୁ ନେଇ ଜିଲାବାସୀ ଆତଙ୍କିତ ହୋଇପଡ଼ିଲେଣି।...

ଶୋ’ରୁମ୍‌ ସଟର ତାଡ଼ି ୮ ଲକ୍ଷ ଚୋରି କଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୪ା୨: ବ୍ରହ୍ମପୁର ସହରରେ କିଛି ଦିନର ନୀରବତା ପରେ ପୁଣିଥରେ ଚୋରି ଭଳି ଘଟଣା ସାମ୍ନାକୁ ଲାଗିଛି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ାସିଙ୍ଗିରେ ଥିବା...

ପୃଥକ୍‌ ଦୁର୍ଘଟଣା: ୩ ଜୀବନ ଗଲା

ଭଞ୍ଜନଗର/ପୁରୁଷୋତ୍ତମପୁର/ପାରଳାଖେମୁଣ୍ଡି,୪।୧(ଡି.ଏନ.ଏ): ଗଞ୍ଜାମ ଓ ଗଜପତି ଜିଲାରେ ମଙ୍ଗଳବାର ପୃଥକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଯୁବ ଆଇନଜୀବୀ ଓ ଜଣେ...

Advertisement
Archives

Model This Week