Posted inଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନଙ୍କ ଚିଠିର ଉତ୍ତର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ୧୯।୪: କରୋନା ମୁକାବିଳା ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ଟିକାକରଣ ଅଭିଯାନକୁ ଜୋରଦାର କରିବା ସହିତ ଅନ୍ୟ କମ୍ପାନୀ ଦ୍ୱାରା ପ୍ରସ୍ତୁତ ଟିକାକୁ ବ୍ୟବହାର ପାଇଁ ସରକାର ଅନୁମତି ଦେବା ଦରକାର ବୋଲି ପରାମର୍ଶ ଦେଇଥିଲେ। ଏହାର ଜବାବ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ.ହର୍ଷବର୍ଦ୍ଧନ। ସ୍ବାସ୍ଥ୍ୟ ମନ୍ତ୍ରୀ ଉଲ୍ଲେଖ କରିଛନ୍ତି, କରୋନା ଯୁଦ୍ଧରେ ଟିକା କରଣର ସହତ୍ତ୍ୱକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭଲ ଭାବେ ବୁଝିଛନ୍ତି। କିନ୍ତୁ କଂଗ୍ରେସ ଶାସିତ ରାଜ୍ୟ ସରକାର ତାହା ବୁଝିପାରୁ ନାହାନ୍ତି। ଯେଉଁ ପରାମର୍ଶ କେନ୍ଦ୍ର ସରକାରଙ୍କୁ ଦେଇଛନ୍ତି ତାହା କଂଗ୍ରେସ ନେତା ମାନିଗଲେ ଆପଣଙ୍କ ପାଖରେ ଇତିହାସ କୃତଜ୍ଞ ହୋଇ ରହିବ। ପ୍ରଥମେ କଂଗ୍ରେସ ନେତା ଟିକାକୁ ନେଇ ଭ୍ରମ ସୃଷ୍ଟି କଲେ। ବର୍ତ୍ତମାନ କଂଗ୍ରେସ ଶାସିତ ରାଜ୍ୟରେ କରୋନା ଅଧିକ ବ୍ୟାପିଛି। ଦେଶ ପାଇଁ ଆପଣଙ୍କ ଗଭୀର ଚିନ୍ତାକୁ ସମ୍ମାନ ଜଣାଉଛି। ଆଶା କରୁଛି କଂଗ୍ରେସ ନେତାଙ୍କୁ ସମାନ ଉପଦେଶ ପ୍ରଦାନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri