Posted inଜାତୀୟ

ନିଷ୍ପତ୍ତି ନେବେ ହାଇକମାଣ୍ଡ

ଥିରୁଭାନନ୍ତପୁରମ୍‌,୧୦ା୫: କେରଳ ବିଧାନସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିନାହିଁ। ନେତା ଚୟନ ଲାଗି କଂଗ୍ରେସ ୨ ଜଣ ପର୍ଯ୍ୟବେକ୍ଷକଙ୍କୁ ପଠାଇଥିବାବେଳେ ସେମାନେ ନବନିର୍ବାଚିତ ବିଧାୟକମାନଙ୍କ ମତାମତ ସଂଗ୍ରହ କରି ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ରିପୋର୍ଟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ଦଳ ହାଇକମାଣ୍ଡ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ ସେମାନେ ନିବେଦନ କରିଛନ୍ତି। ସରକାର ଗଠନ ସମ୍ପର୍କରେ ଆଲୋଚନା ପାଇଁ କଂଗ୍ରେସର କେନ୍ଦ୍ରୀୟ ନେତୃତ୍ୱ କେରଳର ବରିଷ୍ଠ ନେତାମାନଙ୍କୁ ଡାକିଥିବାବେଳେ ପୂର୍ବ ବିଧାନସଭାର ବିରୋଧୀ ଦଳ ନେତା ଭି.ଡି. ସାଥିସାନ, ବରିଷ୍ଠ ନେତା ରମେଶ ଚେନ୍ନିଥାଲା ଏବଂ ପ୍ରଦେଶ କଂଗ୍ରେସ ସଭାପତି ସନ୍ନି ଜୋସେଫ୍‌ ଦିଲ୍ଲୀରେ ପହଞ୍ଚତ୍ଛନ୍ତି। ମୁଖ୍ୟମନ୍ତ୍ରୀ ଦୌଡ଼ରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ, ସାଥିସାନ୍‌ ଏବଂ ଚେନ୍ନିଥାଲା ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri