କେନ୍ଦ୍ରମନ୍ତ୍ରୀଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା, ମାର୍ଚ୍ଚ ୮ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୯।୨: କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ମାର୍ଚ୍ଚ ୪ ତାରିଖରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ଏବଂ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୮ରେ ଏହାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ପ୍ରମାଣ ନଷ୍ଟ ନ କରିବା ଏବଂ ପ୍ରାର୍ଥୀଙ୍କୁ ପ୍ରଭାବିତ ନ କରିବାକୁ କୋର୍ଟ ସର୍ତ୍ତ ରଖିଛନ୍ତି। ସେ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି କୋର୍ଟ କହିଛନ୍ତି । ଦୁଇ ସରକାରୀ କର୍ମଚାରୀଙ୍କୁ ମାଡ ମାରିଥିବା ମନ୍ତ୍ରୀଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏ ନେଇ ମନ୍ତ୍ରୀଙ୍କ ନାଁରେ ବାରିପଦା ଥାନାରେ ଏତଲା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri