ଭିମସାରରେ ଚିକିତ୍ସା ଅବହେଳା ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ, ୧୦।୭: କରୋନାର ଦ୍ୱିତୀୟ ଲହର ସମୟରେ ବୁର୍ଲା ଭିମସାରରେ ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ତଦନ୍ତ ପାଇଁ ଶନିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୮ରେ ହେବ।
ସୂଚନାଯୋଗ୍ୟ, କରୋନାର ଦ୍ୱିତୀୟ ଲହର ବେଳେ ଭିମସାରରେ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ କରି ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢୁଥିବା ବରଗଡର ଆଇନ ଛାତ୍ର ଜ୍ଞାନଦତ୍ତ ଚୌହାନ ଜନସ୍ବାର୍ଥ ମାମଲା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri