ତପସ୍ବିନୀଙ୍କୁ ମାସିକ ୧୭ ହଜାର ବଦଳରେ ମିଳିବ ୧୦ହଜାର ଟଙ୍କା

ବ୍ରହ୍ମପୁର ଅଫିସ,୨୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ-ତପସ୍ବିନୀ ଦାସ ବିବାଦ ମାମଲା ଥମିବାର ନା ନେଉ ନାହିଁ। ଦିନକୁ ଦିନ ଏହି ମାମଲା ନୂଆ ମୋଡ ନେଉଛି। ସୁମିତ୍‌ଙ୍କ ପକ୍ଷରୁ ଦିଆଯାଉଥିବା ପାରିତୋଷିକ ଏବେ ହ୍ରାସ କରାଯାଇଛି। ମାସିକ ୧୭ ହଜାର ବଦଳରେ ୧୦ ହଜାର ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତପସ୍ବିନୀଙ୍କୁ ମାସିକ ୧୭ ହଜାର ଟଙ୍କା ଦେବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଅନ୍ୟତ୍ର ରହଣୀ ବ୍ୟବସ୍ଥା କରାଯାଉଥିବାରୁ ପାରିତୋଷିକ ହ୍ରାସ ଅପିଲ ଥିଲା। ଅପିଲ୍‌କୁ ଗ୍ରହଣ କରି ମାସିକ ୧୦ ହଜାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ତପସ୍ବିନୀ ଶାଶୁ ଘରେ ରହିବେ ବୋଲି କୋର୍ଟ କହିଛନ୍ତି। ଏ ନେଇ ତପସ୍ବିନୀଙ୍କ ଓକିଲ ମାନସ ଚାନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି...

ଆବର୍ଜନାରୁ ପ୍ରସ୍ତୁତ ହେଲା ଜୈବିକ ଖତ

ଅନୁଗୋଳ ଅଫିସ, ୩୦ା୯ – ଅନୁଗୋଳ ସହରରେ ପ୍ରତିଷ୍ଠା କରାଯାଇଥିବା ୩ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର(ଏମ୍‌ସିସି) ମଧ୍ୟରୁ ଗୋଟିଏରୁ ଉତ୍ପାଦନ ଆରମ୍ଭ ହୋଇଛି। ସହରରୁ ସଂଗୃହୀତ...

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ...

ଆଇପିଏସ୍‌ ଅଫିସରଙ୍କୁ ଠକିଦେଲେ ବିଲ୍ଡର: ଘର ଦେବାକୁ କହି ନେଇଗଲେ ୩ଲକ୍ଷ

ଭୁବନେଶ୍ୱର,୫ା୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜମି ଓ ଘର କିଣାବିକାକୁ ନେଇ ବଡ଼ ବଡ଼ ଠକେଇ ହୋଇଛି। କମିଶନରେଟ ପୋଲିସର ବିଭିନ୍ନ ଥାନାରେ ଅଭିଯୋଗର ଲମ୍ବା...

ଏଥର ଭୁବନେଶ୍ୱରରେ ହେବନି ବାଲିଯାତ୍ରା

ଭୁବନେଶ୍ୱର,୯।୧୧(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ସହ ମହୋତ୍ସବ ଫିକା ପଡ଼ିଛି। ଏହାର ପ୍ରଭାବ ଭୁବନେଶ୍ୱରର ବାଲିଯାତ୍ରା ଉପରେ ମଧ୍ୟ...

ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠି ହଡ଼ପ

ଯାଜପୁର ଅଫିସ,୧୫।୧: ନକଲି ବାର୍ଷିକ ଦେୟ ରସିଦ ଓ ବିବାହ ପ୍ରମାଣପତ୍ର ପ୍ରସ୍ତୁତ କରି ନିର୍ମାଣ ଶ୍ରମିକ କଲ୍ୟାଣ ପାଣ୍ଠିରୁ ୫୪ ଲକ୍ଷ ୩୫ ହଜାର...

ଆକ୍ରାନ୍ତଙ୍କ ତଥ୍ୟ ଲିକ୍‌, ହେବ ତଦନ୍ତ

ଅନୁଗୋଳ ଅଫିସ, ୧୧।୫:  ଅନୁଗୋଳ ଜିଲାର ୧୩ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଲିକ୍‌ ହୋଇଯାଇଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ନିକଟରୁ ଜିଲା ପ୍ରଶାସନ ପାଖକୁ ଆସିଥିବା...

ଗଛରୁ ହାଣୁଥିଲେ ଡାଳ, ଗୋଡ଼ ଛିଡ଼ି କି ପଡ଼ିଲା ତଳେ, ଶେଷରେ ଚାଲିଗଲା ଜୀବନ

ଜେନାପୁର,୩ା୯(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ବ୍ରହ୍ମପୁର ଗ୍ରାମର ବନା ଦଳାଇ (୫୫) ଗଛରେ ଚଢ଼ି ଡାଳ ହାଣୁଥିବା...

Advertisement
Archives

Model This Week