ତପସ୍ବିନୀଙ୍କୁ ମାସିକ ୧୭ ହଜାର ବଦଳରେ ମିଳିବ ୧୦ହଜାର ଟଙ୍କା

ବ୍ରହ୍ମପୁର ଅଫିସ,୨୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ-ତପସ୍ବିନୀ ଦାସ ବିବାଦ ମାମଲା ଥମିବାର ନା ନେଉ ନାହିଁ। ଦିନକୁ ଦିନ ଏହି ମାମଲା ନୂଆ ମୋଡ ନେଉଛି। ସୁମିତ୍‌ଙ୍କ ପକ୍ଷରୁ ଦିଆଯାଉଥିବା ପାରିତୋଷିକ ଏବେ ହ୍ରାସ କରାଯାଇଛି। ମାସିକ ୧୭ ହଜାର ବଦଳରେ ୧୦ ହଜାର ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତପସ୍ବିନୀଙ୍କୁ ମାସିକ ୧୭ ହଜାର ଟଙ୍କା ଦେବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଅନ୍ୟତ୍ର ରହଣୀ ବ୍ୟବସ୍ଥା କରାଯାଉଥିବାରୁ ପାରିତୋଷିକ ହ୍ରାସ ଅପିଲ ଥିଲା। ଅପିଲ୍‌କୁ ଗ୍ରହଣ କରି ମାସିକ ୧୦ ହଜାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ତପସ୍ବିନୀ ଶାଶୁ ଘରେ ରହିବେ ବୋଲି କୋର୍ଟ କହିଛନ୍ତି। ଏ ନେଇ ତପସ୍ବିନୀଙ୍କ ଓକିଲ ମାନସ ଚାନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ: ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କେସିଙ୍ଗା,୨୬।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବ୍ରାହ୍ମଣୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ଟାଙ୍ଗିଆରେ ହାଣି ତାଙ୍କ ସ୍ତ୍ରୀଙ୍କୁ...

ଆମ୍ବ ତୋଳୁଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ନାବାଳିକାଙ୍କ ଜୀବନ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବେହାଲ ହୋଇଛି। ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏକାଧିକ ଲୋକଙ୍କ ବିଦ୍ୟୁତ୍‌ଚାଳିତ ସାମଗ୍ରୀ...

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର...

ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ...

ତାଳଚେରରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ତାଳଚେର,୨୧।୨(ନି.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ଅନୁଗୋଳ ଜିଲାର ତାଳଚେର ଓ କିଶୋରନଗର ବ୍ଲକରେ ଏଥିପାଇଁ ରବିବାର...

ବାଲିଖାଦାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣି ପରିବାରଲୋକଙ୍କ ରାସ୍ତାରୋକୋ

ରାସଗୋବିନ୍ଦପୁର,୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ବାଲିଖାଦାନ ନିକଟ ବାଲି ଷ୍ଟକ୍‌ ଥିବା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ...

ବିଜେପୁର ଉପନିର୍ବାଚନ: ଖୁବ୍‌ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ...

ଶକ୍ତି ସୁଗାର କାରଖାନା ଫାଟକ ସମ୍ମୁଖରୁ ୨ ଟ୍ୟାଙ୍କର ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ଜଣେ କଟକ ସ୍ଥାନାନ୍ତର, କାରଣ ଅସ୍ପଷ୍ଟ

ଢେଙ୍କାନାଳ ଅଫିସ,୮ା୫: ଢେଙ୍କାନାଳ ସଦର ଥାନା ୫୫ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତି ସୁଗାର କମ୍ପାନୀ ଫାଟକ ସମ୍ମୁଖରେ ପାର୍କିଂ ହୋଇଥିବା ୩...

Advertisement
Archives

Model This Week