ସ୍କୁଲ୍‌ ଖୋଲିବା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨।୨: କରୋନା ମହାମାରୀ କାରଣରୁ ଛାତ୍ରୀଛାତ୍ର ଶିକ୍ଷା କ୍ଷେତ୍ରରେ ପ୍ରଭାବିତ ହୋଇଛନ୍ତି। କୋଭିଡ୍‌ କଟକଣା ମଧ୍ୟରେ କିଛି ଦିନ ଅଫଲାଇନ୍‌ କ୍ଲାସ୍‌ କରିବା ପାଇଁ ସରକାର ସ୍କୁଲ୍‌ ଖୋଲିଥିଲେ। ପୁଣି ରାଜ୍ୟରେ କରୋନାର ତୃତୀୟ ଲହର ବଢିବା ଯୋଗୁ ସ୍କୁଲ୍‌କୁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ତେବେ କୋଭିଡ୍‌ କଟକଣାରେ ସ୍କୁଲ୍‌ ଖୋଲିବାକୁ ହାଇକୋର୍ଟରେ ଆବେଦନ ମାମଲା ଦାୟର ହୋଇଥିଲା। ଉକ୍ତ ମାମଲାରେ ବିଚାର କରି ହାଇକୋର୍ଟ ବୁଧବାର ୨ ମାସ ଭିତରେ ସ୍କୁଲ୍‌ ଖୋଲିବା ନେଇ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?