ହାଇକୋର୍ଟ ଗଲେ ପ୍ରଦୀପ, ଆକାଶ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଆଇଏଫସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ତେବେ ଟାଟା ମୋଟର୍ସରେ ଚାକିରି କରାଇ ଦେବାକୁ କହି କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଜେଲ୍‌ ଯାଇଥିବା ଆକାଶଙ୍କୁ ଏବେ କ୍ରାଇମବ୍ରାଞ୍ଚ ୫ଦିନିଆ ରିମାଣ୍ଡରେ ଆଣି ଜେରା କରୁଛି। ତେବେ ରିମାଣ୍ଡ ଅବଧି ନ ସରୁଣୁ ଆକାଶ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ଆକାଶ ତାଙ୍କ ଓକିଲଙ୍କ ଜରିଆରେ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ପୂର୍ବରୁ ବାପା ଅଭୟକାନ୍ତ ମଧ୍ୟ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅନ୍ୟପଟେ ଏହି ଠକେଇ ଲିଙ୍କ୍‌ରେ ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ହାଇକୋର୍ଟରେ ପହଞ୍ଚତ୍ଛନ୍ତି। ତାଙ୍କ ଓକିଲଙ୍କ ସହ ସାକ୍ଷାତ୍‌ କରାଇବା ନିମନ୍ତେ ସୁଯୋଗ ଦେବାକୁ ସେ ହାଇକୋର୍ଟରେ ରିଟ୍‌ ଫାଇଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ

ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର...

୬ରେ ବଲାଙ୍ଗୀର ବନ୍ଦ ଡାକରା

ବଲାଙ୍ଗୀର ଅଫିସ, ୫ା୧: ମହାରାଣୀ ସାଗର ପୁନରୁଦ୍ଧାର ଏବଂ ସୌନ୍ଦର୍ଯ୍ୟକରଣ, ଲକ୍ଷ୍ମୀଯୋର ସୌନ୍ଦର୍ଯ୍ୟକରଣ ଏବଂ ସମଲେଶ୍ୱରୀ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ଦାବି ନେଇ ଆସନ୍ତା...

ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପ ମାନ୍ୟତା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶାର ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପର ମାନ୍ୟତା। କୁମ୍ଭକାରମାନଙ୍କୁ ହସ୍ପଶିଳ୍ପୀ ବର୍ଗରେ ସାମିଲ କରିବା ସହ ସେମାନଙ୍କ କାରିଗରିକୁ ହସ୍ତଶିଳ୍ପର ମାନ୍ୟତା ଦେବାକୁ...

ଖରାପ ରାସ୍ତାରୁ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀରେ ଖାଲଖମାପୂର୍ଣ୍ଣ ରାସ୍ତା ପାଇଁ ଦୁର୍ଘଟଣାରେ ଜଣେ ଯୁବ ଡାକ୍ତରଙ୍କ ଜୀବନ ଯାଇଛି। ଶନିବାର ରାତିରେ କଟକ ରୋଡ୍‌ର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବମିଖାଲ...

‘ସଚେତନତା ମାଧ୍ୟମରେ ସାଇବର ଠକେଇ ରୋକିହେବ’

କଟକ ଅଫିସ,୨୦।୧୦: ଜାତୀୟ ସାଇବର ସୁରକ୍ଷା ମାସ ପାଳନ ଅବସରରେ କଟକ ସହରାଞ୍ଚଳ ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ମର୍କତନଗର...

ଋଷିକୂଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ମୁହାଣ ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଗୁରୁବାର ଆରମ୍ଭ ହୋଇଛି। ପୂର୍ବରୁ ଦୀର୍ଘ...

ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୨।୮(ସତ୍ୟଜିତ୍‌ ରାଉତ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାର ହାଉସିଂବୋର୍ଡ କଲୋନୀର ଏକ ଘର ପାର୍ଶ୍ୱରେ ଶୁକ୍ରବାର ଜଣେ ନାବାଳିକାଙ୍କ ଗଳିତ ମୃତଦେହ ଜବତ କରିଛି ପୋଲିସ।...

ସଂକ୍ରମଣକୁ ତାଳ ଦେଇ ବଢ଼ିଚାଲିଛି କୋଭିଡ୍‌ କଣ୍ଟେନ୍‌ମେଣ୍ଟ ଜୋନ୍‌; ଆଜି ଆଉ ୭ ଅଞ୍ଚଳ…

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ। ଏଥିସହ ତାଳ ଦେଇ ବଢ଼ି ଚାଲିଛି କଣ୍ଟେନମେଣ୍ଟ ଜୋନ୍‌ । ବିଏମ୍‌ସିର ଦକ୍ଷିଣ-ପୂର୍ବ ଜୋନରେ ରବିବାର ଆଉ...

Advertisement
Archives

Model This Week