ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୮।୧୦: ଓଡ଼ିଶା ହାଇକୋର୍ଟ ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ। ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧୧,୧୬,୧୮,୨୧ ଓ ୨୨ ତାରିଖରେ ଅବକାଶକାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡ଼ିକର ଶୁଣାଣି କରିବେ। କୋଭିଡ୍‌ କଟକଣା ମାନି ସକାଳ ୧୧ଟାରୁ ଅପରାହ୍ନ ୩ ମଧ୍ୟରେ ଜରୁରୀ ମାମଲାଗୁଡ଼ିକର ଶୁଣାଶି କରାଯିବ ବୋଲି ହାଇକୋର୍ଟ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର...

ପିଅନ ସମ୍ଭାଳୁଛନ୍ତି ପ୍ରାଣୀଧନ ସେବା

ପରଜଙ୍ଗ, ୨୬।୭(ଡି.ଏନ୍‌.ଏ.) କେଉଁଠି ଫାଟୁଆ ତ ଆଉ କେଉଁଠି ବ୍ୟାପିଲାଣି ବଜବଜିଆ ଭଳି ସଂକ୍ରାମକ ରୋଗ। ରୋଗାକ୍ରାନ୍ତ ଗୃହପାଳିତ ପ୍ରାଣୀମାନେ ଯନ୍ତ୍ରଣାରେ କଲବଲ ହେଉଛନ୍ତି। ହେଲେ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥ ଦେଶରେ ପ୍ରଥମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ଅର୍ଥାତ୍‌ ଏପ୍ରିଲ ପହିଲାରୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ପ୍ରାୟ ୧୦୪.୮୮ ନିୟୁତ ଟନ୍‌ ମାଲ ପରିବହନ କରିଛି।...

ପରୀକ୍ଷା ହେବ, ପ୍ରସ୍ତୁତ ରୁହ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ତେବେ ଏହାରି ଭିତରେ ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ

ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ...

ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା...

ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣାରେ କ୍ରାଇମ ସିନ୍‌ ରିକ୍ରିଏଶନ କରିଛି ପୋଲିସ। ୨ ଲୁଟେରାଙ୍କୁ ନେଇ ପୋଲିସ୍‌ ଲୁଟ୍‌ ଘଟଣାର ଡେମୋ କରିଛି।...

ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର

ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି...

Advertisement
Archives

Model This Week