ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୮।୧୦: ଓଡ଼ିଶା ହାଇକୋର୍ଟ ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ। ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧୧,୧୬,୧୮,୨୧ ଓ ୨୨ ତାରିଖରେ ଅବକାଶକାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡ଼ିକର ଶୁଣାଣି କରିବେ। କୋଭିଡ୍‌ କଟକଣା ମାନି ସକାଳ ୧୧ଟାରୁ ଅପରାହ୍ନ ୩ ମଧ୍ୟରେ ଜରୁରୀ ମାମଲାଗୁଡ଼ିକର ଶୁଣାଶି କରାଯିବ ବୋଲି ହାଇକୋର୍ଟ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୩୬୮...

ଏପ୍ରିଲରୁ ସବୁ ଯୋଜନା ପାଇଁ ଡିବିଟି

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଏଣିକି ସବୁ ଯୋଜନାରେ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦେବେ। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ଏହି...

ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍‌ ଟେଷ୍ଟ

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି...

ଘରେ ପଶି ଯୁବକଙ୍କ ହତ୍ୟା ଘଟଣା; ଦୁଇ ସନ୍ଦିଗ୍ଧ ଅଟକ

ବଲାଙ୍ଗୀର ଅଫିସ,୧୮।୧୨: ବଲାଙ୍ଗୀର ସହର ଗାନ୍ଧୀନଗରପଡାରେ ଶୁକ୍ରବାର ଅପରାହ୍ନରେ ଘରେ ପଶି ଯୁବକଙ୍କ ତଣ୍ଟି କାଟି ହତ୍ୟା ଘଟଣାରେ ବଲାଙ୍ଗୀର ପୋଲିସ ଦୁଇ ସନ୍ଦିଗ୍ଧ ଯୁବକଙ୍କୁ...

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ।...

ସମୟସୀମା ସ୍ପଷ୍ଟ କରନ୍ତୁ ସରକାର

କଟକ ଅଫିସ,୨୫।୮: କରୋନା ମହାମାରୀ ଯୋଗୁ ଦୀର୍ଘ ୫ ମାସ ଧରି ବନ୍ଦ ପଡ଼ିଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ୨ଟି ଜନସ୍ବାର୍ଥ ମାମଲା ରୁଜୁ...

ଭୁବନେଶ୍ୱରରୁ ଆଜି ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୮୬...

କାରଖାନା ସମ୍ମୁଖରେ ଠିକା ସଫେଇ କର୍ମଚାରୀଙ୍କ ଗଣାଧାରଣା

ତାଳଚେର,୧୮।୮(ନି.ପ୍ର.): ବିକ୍ରମପୁର ସ୍ଥିତ ଭାରି ଜଳ କାରଖାନା ସମ୍ମୁଖରେ ଗୁରୁବାର ଠିକା ସଫେଇ କର୍ମଚାରୀମାନେ ଗଣଧାରଣା ଦେଇଛନ୍ତି। ଗତ ୩ମାସ ହେଲା ସେମାନଙ୍କୁ ପାରିଶ୍ରମିକ ମିଳିନାହିଁ।...

Advertisement
Archives

Model This Week