ଅଜୟଗଡ ଘାଟିରେ ଧସିଲା ପାହାଡ

ପାରଳାଖେମୁଣ୍ଡି,୧୫ା୧୦(ସ୍ବ.ପ୍ର.)- ଗଜପତି ଜିଲା ପାରଳାଖେମୁଣ୍ଡି ଠାରୁ ଅଜୟଗଡ ମୁଖ୍ୟ ରାସ୍ତା ନାମନାଗଡ ନିକଟ ଅଜୟଗଡ ଘାଟିରେ ବୁଧବାର ରାତିରେ ପାହାଡ ଧସିଛି। ଫଳରେ ଗୁମ୍ମା ବ୍ଲକର ୩ ପଞ୍ଚାୟତକୁ ଯାତାୟାତ ବନ୍ଦ ହୋଇଛି। ତେବେ ଆଜି ବି ଉକ୍ତ ଅଞ୍ଚଳରେ ବର୍ଷା ଲାଗିରହିଛି। ଜରୁରୀ ପରିସ୍ଥିତିରେ ବାଇକ୍‌କୁ ଠେଲି କଷ୍ଟରେ ଲୋକେ ରାସ୍ତା ଅତିକ୍ରମ କରୁଛନ୍ତି। ୩ଦିନ ଧରି ଲଗାଣ ବର୍ଷାରେ ଜିଲାର ବିଭିନ୍ନ ସ୍ଥାନରେ ପାହାଡ ଧସିଛି। ଯଥାଶୀଘ୍ର ରାସ୍ତା ସଫା କରିବାକୁ ଅଞ୍ଚଳବାସୀଅନୁରୋଧ କରିଛନ୍ତି। ଅଞ୍ଚଳର ଅଜୟଗଡ, ଭୁବନୀ ଓ ନାମନଗଡ ପଞ୍ଚାୟତର ଶତାଧିକ ଗ୍ରାମକୁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ଜିଲା ପ୍ରଶାସନ ତରଫରୁ ଧସିଥିବା ମାଟି ଓ ପଥର ବାହାର କରି ଅତିଶୀଘ୍ର ଯାତାୟାତ ସ୍ବାଭାବିକ କରିବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲାପାଳ ଅନୁପମ ସାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri