ଆଜି ରିଲିଜ ହେବ ‘ଦମନ’ର ହିନ୍ଦୀ ଟ୍ରେଲର

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ହିନ୍ଦୀ ଟ୍ରେଲର ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପାନୋରମା ୟୁଟ୍ୟୁବ ଚ୍ୟାନେଲରେ ମୁକ୍ତିଲାଭ କରିବ। ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ବିପୁଳ ସଫଳତା ପରେ ହିନ୍ଦୀ ଭାଷାରେ ପ୍ରସ୍ତୁତ କରାଯାଇଛି। ଗତ ଗୁରୁବାର ପାନୋରମା ଷ୍ଟୁଡିଓ ସହ ଏ ନେଇ ଚୁକ୍ତିନାମା ହୋଇଥିଲା। ହୀନ୍ଦି ଟ୍ରେଲର ରିଲିଜ ନେଇ ଚଳଚ୍ଚିତ୍ର ନିର୍ଦ୍ଦେଶକ ଦେବୀ ପ୍ରସାଦ ଲେଙ୍କା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟ୍ରେଲର ରିଲିଜ ପରେ ଚଳଚ୍ଚିତ୍ରର ମୁକ୍ତିଲାଭ ତାରିଖ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ କମେଣ୍ଟ୍‌କୁ ଅପେକ୍ଷା କରିଥିଲେ ରଣବୀର, ଶେଷରେ…

ବଲିଉଡ୍‌ ଅଭିନେତା ରଣବୀର ସିଂ ସୋସିଆଲ ମିଡିଆରେ ସ୍ତ୍ରୀ ଦୀପିକା ପାଦୁକୋନଙ୍କ ସହ ବହୁତ ମଜା କରନ୍ତି। ପରସ୍ପରର ଗୋଡ ଟାଣିବାଠାରୁ ଆରମ୍ଭ କରି ପରସ୍ପର...

ଘର କିଣିଲେ ରାଣୀ ମୁଖାର୍ଜୀ, ଦାମ୍‌ ଜାଣିଲେ…

ମୁମ୍ବାଇ: ଅଭିନେତ୍ରୀ ରାଣୀ ମୁଖାର୍ଜୀ ମୁମ୍ବାଇରେ ଏକ ନୂଆ ଆପାର୍ଟମେଣ୍ଟ କିଣିଛନ୍ତି। ଏହି ଆପାର୍ଟମେଣ୍ଟର ୨୨ତମ ଫ୍ଲୋର୍‌ ରହିଛି। ୧୪୮୫ ସ୍କୋୟାର ଫୁଟ୍‌ ପରିବେଷ୍ଟିତ ଏହି...

ହସ୍ପିଟାଲରେ ଋଷିଙ୍କୁ କେବେ ବି ଭେଟୁ ନ ଥିଲେ ବିଗ୍‌-ବି

ନୂଆଦିଲ୍ଲୀ: ଋଷି ଯୁଗରେ ପଡ଼ିଛି ଯବନିକା। ବଲିଉଡ୍‌କୁ ଗୋଟିଏରୁ ବଳି ଆଉ ଗୋଟିଏ ସୁପରହିଟ୍‌ ଫିଲ୍ମ ଭେଟିଦେଇଥିବା ଏହି ମହାନ୍‌ ଅଭିନେତା କର୍କଟ ଲଢ଼େଇରେ ହାରିଯାଇଛନ୍ତି।...

ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆଉ ଏକ ଝଟ୍‌କା: ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ବର୍ଷ ୨୦୨୦ ଶେଷ ହେବାକୁ ବସିଲାଣି। କିନ୍ତୁ ଖରାପ ଖବର ମିଳିବା ଏବେ ପର୍ଯ୍ୟନ୍ତ ବନ୍ଦ ହୋଇ ନାହିଁ। ଚଳିତ ବର୍ଷ ଅନେକ କଳାକାର ଏହି...

ନା ଖାନ୍‌, ନା ଖିଲାଡ଼ି କିଙ୍ଗ: ତଥାପି ଆଗାମୀ ବର୍ଷ ପାଇଁ ପଙ୍କଜଙ୍କ ହାତରେ ରହିଛି ୯ ଫିଲ୍ମ

ବମ୍ବେ: ବଲିଉଡ୍‌ରେ ନାମ କମାଇବା ସହଜ କଥା ନୁହେଁ। ଖ୍ୟାତନାମା କଳାକାରଙ୍କ ପରିବାରରୁ ଆସିଥିଲେ ସୁଦ୍ଧା ଅନେକ ଏଠାରେ ନିଜକୁ ପ୍ରତିଷ୍ଠିତ କରାଇପାରନ୍ତି ନାହିଁ। ଏବେ...

‘ଅନ୍ତିମ’ର ପ୍ରମୋଶନ କରିବେ ନାହିଁ ସଲମାନ

ମୁ୍‌ମ୍ବାଇ: ବଲିଉଡ୍ ଦବଙ୍ଗ ଖାଁ ସଲମାନ କିଛିଦିନ ମଧ୍ୟରେ ଧମାକା କରିବାକୁ ଯାଉଛନ୍ତି । ତାଙ୍କ ଅଭିନୀତ ଫିଲ୍ମ ‘ଅନ୍ତିମ: ଦ ଫାଇନାଲ ଟ୍ରୁଥ‘ ନଭେମ୍ବର...

ବଲିଉଡ୍‌କୁ ପୁଣି ଝଟ୍‌କା, ଆଖିବୁଜିଲେ ଏହି ଅଭିନେତା

ବଲିଉଡ ଅଭିନେତା ରଞ୍ଜନ ସେହଗଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୬ ବର୍ଷ ହୋଇଥିଲା। ରଞ୍ଜନ ଦୀର୍ଘଦିନ ଦିନ ହେବ ଅସୁସ୍ଥ ଥିଲେ।...

ସଲମାନ୍‌ଙ୍କ ଓ୍ବାର୍କଆଉଟ୍‌ ଫଟୋ ଦେଖି ରାଗିଗଲେ ସୁଶାନ୍ତଙ୍କ ପ୍ରଶଂସକ, କହିଲେ ଏଭଳି କିଛି

ବମ୍ବେ: ନିଜର ଫିଟ୍‌ନେସ୍‌କୁ ନେଇ ଦବଙ୍ଗ ଖାନ୍‌ ସଲମାନ୍‌ ବେଶ ଯତ୍ନବାନ। ପ୍ରଶଂସକମାନଙ୍କୁ ମଧ୍ୟ ସେ ଫିଟ୍‌ ରହିବାକୁ ପ୍ରେରଣା ଦିଅନ୍ତି। ସେ ସୋସିଆଲ ମିଡିଆରେ...

Advertisement
Archives

Model This Week