ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହେବ ଫିଲ୍ମ ‘ପୁଷ୍ପା’ର ହିନ୍ଦୀ ଭର୍ସନ

ମୁମ୍ବାଇ: ସାଉଥ ସୁପରଷ୍ଟାର ଆଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’ଦେଖିବାକୁ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ବଢିଛି। ଏମାନଙ୍କ ଯୋଡିକୁ ଦର୍ଶକ ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି। ଡିସେମ୍ବର ୧୭ରେ ଫିଲ୍ମଟି ପ୍ରେକ୍ଷାଳୟରେ ମୁକ୍ତି ଲାଭ କରିଥିଲା। ତେବେ ଏହାର ହିନ୍ଦୀ ଭର୍ସନ ଜାନୁୟାରୀ ୧୪ ଅର୍ଥାତ୍‌ ଶୁକ୍ରବାର ଆମାଜନ ପ୍ରାଇମରେ ଷ୍ଟ୍ରିମିଂ ଆରମ୍ଭ କରିବ ବୋଲି ଘୋଷଣା କରାଯାଇଛି। ଏହି ଫିଲ୍ମଟି ତାମିଲ, ତେଲୁଗୁ, କନ୍ନଡ ଏବଂ ମାଲାୟାଲମ ଭାଷାରେ ଓଟିଟି ପ୍ଲାଟଫର୍ମରେ ଉପଲବ୍ଧ ଅଛି। ସୁକୁମାର ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସିମ୍‌ଙ୍କ ସମର୍ଥନରେ WWE ଷ୍ଟାର ଜନ୍‌: ଧନ୍ୟବାଦ ଜଣାଇଲେ ପ୍ରଶଂସକ

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ର ଫାଇନାଲ ଯେତେ ପାଖେଇ ଆସୁଛି, ପ୍ରତିଯୋଗୀମାନେ ସେତିକି ବିଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ବଡ଼ କଳାକାର ନଚେତ...

ସରୋଗେସି ନିୟମ ଭାଙ୍ଗିନାହାନ୍ତି ନୟନତାରା

ଚେନ୍ନାଇ: ଦକ୍ଷିଣ ଭାରତୀୟ ଫିଲ୍ମ ଅଭିନେତ୍ରୀ ନୟନତାରା ଏବଂ ସ୍ବାମୀ ବିଘ୍ନେଶ ସରୋଗେସିର କୌଣସି ନିୟମ ଭଙ୍ଗ କରି ନାହାନ୍ତି ବୋଲି ତାମିଲନାଡୁ ସରକାରଙ୍କ ପକ୍ଷରୁ...

ଦୁଇ ସନ୍ତାନର ବାପାଙ୍କ ପ୍ରେମରେ ପଡ଼ିଥିଲେ ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡରେ ଅନେକ ଦମ୍ପତି ଅଛନ୍ତି ଯେଉଁମାନେ ପ୍ରମାଣ କରିଦେଇଛନ୍ତି ଯେ, ପ୍ରେମ ବୟସ, ଧର୍ମ ଏସବୁରୁ ଊର୍ଦ୍ଧ୍ୱରେ। ପ୍ରେମରେ କିଛି ଦେଖାଯାଏ ନାହିଁ। ତେବେ ଅନେକ...

ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍‌ରେ ଲୋକଙ୍କୁ ହସାଇବାରେ କୌଣସି...

ହାତ ଯୋଡ଼ିଲେ ସୁଶାନ୍ତଙ୍କ ଭଊଣୀ

ବମ୍ବେ: ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା। ଇତିମଧ୍ୟରେ ଦୁଇ ମାସରୁ ଅଧିକ ସମୟ...

ରୋମାଣ୍ଟିକ୍‌ ଗୀତ ଗାଇଲେ ଦିବ୍ୟ କୁମାର

ବଲିଉଡ୍‌ର ଲୋକପ୍ରିୟ ସ୍ଲୋ ମୋଶନ ଗୀତରୁ ଆରମ୍ଭ ହୋଇଥିଲା ବଲିଉଡ୍‌ କଣ୍ଠଶିଳ୍ପୀ ଦିବ୍ୟ କୁମାରଙ୍କ ପରିବେଷଣ। ରବା ରବା ଶୁକର ତେରା.., ତେରେ ବିନ୍‌ ନେହିଁ...

ଏହି ଜିନିଷକୁ ପ୍ରବଳ ଡରନ୍ତି ଅଜୟ ଦେବଗନ

ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ ତବୁ ଆଗାମୀ ଫିଲ୍ମ ‘ଦୃଶ୍ୟମ-୨’ର ପ୍ରମୋଶନ ପାଇଁ ରିଆଲିଟି ଶୋ’ ‘ଝଲକ ଦିଖଲା ଜା ୧୦’ ରେ...

କ୍ୟାନ୍ସରରେ ଆଖି ବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ହଲିଉଡ୍‌ ଅଭିନେତା ଡଷ୍ଟିନ ଡାଇମଣ୍ଡଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୪ ବର୍ଷ ହୋଇଥିଲା। ତେବେ କ୍ୟାନ୍ସର ରୋଗରେ ଆକ୍ରାନ୍ତ ଯୋଗୁ ତାଙ୍କର ମୃତ୍ୟୁ...

Advertisement
Archives

Model This Week