ରିଲିଜ୍‌ ହେବ ଫିଲ୍ମ ‘ବୈକୁଣ୍ଠପୁରମ୍‌’ର ହିନ୍ଦୀ ଭର୍ସନ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଫିଲ୍ମକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା’କୁ ନେଇ ଦର୍ଶକଙ୍କ ମଧ୍ୟରେ କ୍ରେଜ୍‌ ରହିଛି। ତେବେ ଅଲ୍ଲୁଙ୍କ ଆଉ ଏକ ସୁପରହିଟ୍‌ ଫିଲ୍ମ ‘ବୈକୁଣ୍ଠପୁରମ୍‌’ର ହିନ୍ଦୀ ଭର୍ସନ ଜାନୁୟାରୀ ୨୬ରେ ପ୍ରେକ୍ଷାଳୟରେ ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମକୁ ତ୍ରିଭିକ୍ରମ ଶ୍ରୀନିବାସଙ୍କ ନିର୍ଦ୍ଦେଶନା ଦେଇଛନ୍ତି। ଫିଲ୍ମ ‘ବୈକୁଣ୍ଠପୁରମ୍‌’୨୦୨୦ରେ ସୁପରହିଟ୍‌ ହୋଇଥିଲା। ବର୍ତ୍ତମାନ ନେଟଫ୍ଲିକ୍ସରେ ଷ୍ଟ୍ରିମିଂ ହେଉଥିବା ଏହି ଫିଲ୍ମଟି ସର୍ବାଧିକ ଆୟ କରିଥିବା ଫିଲ୍ମ ମଧ୍ୟରୁ ଅନ୍ୟତମ। ତେବେ ଅଲ୍ଲୁଙ୍କ ନୂଆ ଫିଲ୍ମ ପୁଷ୍ପା ସୁପରହିଟ୍‌ ହେବା ପରେ ନିର୍ମାତା ଫିଲ୍ମ‘ବୈକୁଣ୍ଠପୁରମ୍‌’ କୁ ହିନ୍ଦୀ ଭର୍ସନରେ ରିଲିଜ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଟିସୁ ପେପର୍‌ ନୁହେଁ’: କାନ୍ଦିକାନ୍ଦି ଏମିତି କହିଲେ ରାଖୀ…

ବମ୍ବେ: ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ଲୋକପ୍ରିୟ ରିଆଲିଟି ଶୋ’ ବିଗ ବସ -୧୫ରୁ ବାହାରି ଯାଇଛନ୍ତି । ସେ ବିଗ ବସ୍‌ରୁ ବାହାରିବା ପରେ...

ଛାତ୍ରୀ ଥିବା ବେଳେ କମେଡିଆନ୍‌ଙ୍କ ପ୍ରେମରେ ପଡ଼ିଥିଲେ ଗିନ୍ନି, ଏଭଳି କିଛି ଥିଲା ଲଭ୍‌ଷ୍ଟୋରୀ

ବମ୍ବେ: ଜଣେ କମେଡିଆନ୍‌ ଭାବେ ପ୍ରତିଟି କଳାପ୍ରେମୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି କପିଲ ଶର୍ମା। ନିଜ ପ୍ରଚେଷ୍ଟାରେ ସେ ଏଭଳି ସୋପାନ ହାସଲ...

କେବିସି ଶୁଟିଂ ପାଇଁ ୪ ଘଣ୍ଟା ବିଳମ୍ବରେ ପହଞ୍ଚିଲେ କପିଲ

ମୁମ୍ବାଇ,୧୦।୧୧: କୋନ ବନେଗା କରୋରପତି(କେବିସି)ର ୧୩ ତମ ସିଜନରେ ଆଗାମୀ ଶାନଦାର ଶୁକ୍ରବାର ଏପିଶୋଡ୍‌ରେ ଅତିଥି ଭାବେ ନଜର ଆସିବେ ଅଭିନେତା ସୋନୁ ସୁଦ ଓ...

୪୪ ବର୍ଷ ବୟସରେ କଲେଜ ଛାତ୍ର ଭୂମିକାରେ ଅଭିନୟ କରିଥିଲେ ଆମିର

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଭାବେ ଜଣାଶୁଣା ଆମିର ଖାଁଙ୍କ ହିଟ୍ ଫିଲ୍ମ କଥା ଯଦି ବିଚାରକୁ ନିଆଯାଏ ତେବେ କୟା ମତ ସେ କୟାମତକ,...

ବିବାହର ୧୩ ବର୍ଷ ପରେ ଅଲଗା ହେବାକୁ ଯାଉଛନ୍ତି ଏହି କପଲ

ମୁମ୍ବାଇ: ଟେଲିଭିଜନ ଦୁନିଆର ନାମୀ ଅଭିନେତ୍ରୀଙ୍କ ମଧ୍ୟରେ ସାମିଲ ଥିବା ବରଖା ବିଷ୍ଟ ଓ ଅଭିନେତା ଇନ୍ଦ୍ରନୀଲ ସେନଗୁପ୍ତା ଏବେ ଅଲଗା ହେବାକୁ ଯାଉଛନ୍ତି। ଏମିତି...

ଲଭ୍‌ ଲାଇଫ୍‌ କଥା କହିଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବର୍ତ୍ତମାନ ଫିଲ୍ମ ବ୍ୟତୀତ ଏକ ସୁଖୀ ଦାମ୍ପତ୍ୟ ଜୀବନଯାପନ କରୁଛନ୍ତି। ସେ ୨୦୧୭ରେ ରଣବୀର ସିଂଙ୍କୁ ବିବାହ କରିଥିଲେ।...

ଦୀପାବଳିରେ ରିଲିଜ ହେବ ‘ଟାଇଗର ୩’

ବମ୍ବେ: ଅନେକ ଦିନର ବ୍ୟବଧାନ ପରେ ବଡ଼ ପରଦାକୁ ଫେରୁଛନ୍ତି ସଲମାନ୍‌ ଖାଁ। ଅଭିନେତାଙ୍କ ଫିଲ୍ମ ‘ଟାଇଗର-୩’ର ରିଲିଜକୁ ପ୍ରଶଂସକ ଅପେକ୍ଷା କରି ରହିଥିଲେ। ଏବେ...

ପ୍ରଶଂସକଙ୍କ ପ୍ରାର୍ଥନା ଭିକ୍ଷା କଲେ ଶାରଦା

ପାଟନା,୨୧।୮: ପଦ୍ମ ଭୂଷଣରେ ସମ୍ମାନୀତ ଲୋକପ୍ରିୟ ଲୋକ ସଙ୍ଗିତ ଗାୟିକା ଶାରଦା ସିହ୍ନା କରୋନା ଭାଇରସରେ ପୀଡ଼ିତ ହୋଇଛନ୍ତି। ସେ ନିଜେ ଏକ ଭିଡିଓ ଜାରି...

Advertisement
Archives

Model This Week