ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ସାରା ଦେଶରେ ପାଳିତ ହେଉଛି ୭୬ ତମ ସ୍ବାଧୀନତା ଦିବସ l ଏହି ସ୍ବତନ୍ତ୍ର ଅବସରରେ ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ ଝଲସୁଛି l ତହସିଲଦାର ଅରୁଣ କୁମାର ନାୟକଙ୍କ ନିଜସ୍ବ ଉଦ୍ୟମରେ ପୋତାଗଡ଼ ଚତୁର୍ପାର୍ଶ୍ୱରେ ତ୍ରିରଙ୍ଗା ସହ ପୋତାଗଡ଼ ମୁଖ୍ୟ ପ୍ରବେଶ ଦ୍ୱାର ଉପରେ ଏକ ବିଶାଳକାୟ ଜାତୀୟ ପତାକା ଫରଫର ହୋଇ ଉଡୁଥିବା ଦେଖିବାକୁ ମିଳିଛି l ଏଥିସହ ପୋତାଗଡ଼ର ବିଭିନ୍ନ ପ୍ରାଚୀନ ପାଚେରୀ ଗୁଡିକରେ ରଙ୍ଗ ବେରଙ୍ଗର ଆଲୋକ ମାଳରେ ସୁସଜ୍ଜିତ ହୋଇ ରହିଛି l ଏଥିରେ ତହସିଲ କର୍ମଚାରୀ, ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ(ସିଲୁ), ଏନ୍‌ଏସି ଉପନଗରପାଳ ସୁରେନ୍ଦ୍ର ବାରିକ, ଅରୁଣ, ବାପୁନି, ମନୁ, ମୁନା, ବିଭୁତି ପ୍ରମୁଖ ସହଯୋଗ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri