ହୋର୍ଡିଙ୍ଗକୁ ନେଇ ଉତ୍ତେଜନା

କୋରୁକୋଣ୍ଡା,୨୪।୧(ଡି.ଏନ୍‌.ଏ.): ରାଜ୍ୟରେ ତ୍ରିସ୍ତରୀୟ ନିର୍ବାଚନ ତାରିଖ ଘୋଷଣା ହେବା କ୍ଷଣି ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଏହା ପରେ ନିର୍ବାଚନକୁ ମୁକ୍ତ , ଅବାଧ ଓ ନିରପେକ୍ଷ କରିବା ପାଇଁ ବିଭିନ୍ନ ସ୍ଥାନରେ ରାଜନୈତିକ ଦଳଗୁଡିକ ପକ୍ଷରୁ ଲାଗିଥିବା ବିଭିନ୍ନ ବ୍ୟାନର , ହୋର୍ଡିଙ୍ଗ ଏବଂ ସରକାରଙ୍କ ଯୋଜନାର ପ୍ରଚାର ପ୍ରସାର ପାଇଁ ଲାଗିଥିବା ହୋର୍ଡିଙ୍ଗ ଗୁଡିକୁ ହଟାଇବା ପାଇଁ ପାଇଁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । କୋରୁକୋଣ୍ଡା ବ୍ଲକ କାର୍ଯ୍ୟ।ଳୟ ପାଚେରୀକୁ ଲାଗି ଗୋଟିଏ ବଡ ହୋର୍ଡିଙ୍ଗ ବର୍ତ୍ତମାନ ସୁଦ୍ଧା ହଟାଯାଇନାହିଁ। ଯାହାକୁ ନେଇ ଉତ୍ତେଜନା ଦେଖା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ ତାଡ଼ି ଟଙ୍କା ଲୁଟ୍‌

ଛେଣ୍ଡିପଦା,୧ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଲକ୍ଷ୍ମୀ ବଜାରଠାରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ ତାଡ଼ି ଶନିବାର ରାତିରେ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍‌...

ନିଆରା ଢଙ୍ଗରେ ଭୋଟ୍‌ ପ୍ରଚାର

ଯାଜପୁର ଟାଉନ,୨୪ା୧(ଡି.ଏନ.ଏ.): ଯାଜପୁର ବ୍ଲକ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତରେ ପ୍ରଚାର ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀପ୍ରାର୍ଥିନୀ ଘରଘର ବୁଲି ଭୋଟରଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ତେବେ...

କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଅଟକ

ଆନନ୍ଦପୁର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ଅଟକ ଥିବା ଜଣାପଡ଼ିଛି। ଗୁରୁବାର...

ଅପରେଶନ ପରେ ହରାଇଲେ ଦୃଷ୍ଟିଶକ୍ତି

କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ବେସରକାରୀ ଚିକିତ୍ସାଳୟର ଖାମଖିଆଲ ମନୋଭାବ ଯୋଗୁ ଜଣେ ବୃଦ୍ଧା ଆଖି ହରାଇଥିବା ଅଭିଯୋଗ ହୋଇଛି। କାମାକ୍ଷାନଗର ଏନ୍‌ଏସି ଅଧୀନ ବଡ଼ବିଲା ଗଁାର ଧଳା...

ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ଚଳଚଞ୍ଚଳ ଆନନ୍ଦପୁର

ଆନନ୍ଦପୁର,୨୯।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ସହର ବେଶ ତତ୍ପର ହୋଇଉଠିଛି। ଚଳିତ...

ଗଞ୍ଜାମର ୩୩୯ ଗଁ। କୁ ଯାଇପାରୁନି ଆମ୍ବୁଲାନ୍ସ : ଗର୍ଭବତୀ, ଶିଶୁଙ୍କୁ ମିଳୁଛି ୧ ହଜାର ଟଙ୍କା

ଛତ୍ରପୁର,୨୫ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ୩୩୯ ଗଁ।କୁ ଆମ୍ବୁଲାନ୍ସ ଯାଇପାରୁ ନ ଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେ ପରେ ଚିହ୍ନଟ ହୋଇଛି। ଆମ୍ବୁଲାନ୍ସ ଉକ୍ତ ଗଁ।ଗୁଡିକୁ...

ଫଳକରେ ସୀମିତ ପିପିଲି ବସ୍‌ଷ୍ଟାଣ୍ଡ

ପିପିଲି,୨୩।୩(ସ୍ବ.ପ୍ର.): ପିପିଲିରେ ଏବେ ଚାଲିଛି ଉପନିର୍ବାଚନର ତାତି। ଏ ନେଇ ସମସ୍ତ ଦଳ ପିପିଲିର ମୁଖ୍ୟ ସମସ୍ୟାଗୁଡ଼ିକୁ ଜନସାଧାରଣଙ୍କ ସମ୍ମୁଖରେ କିଭଳି ସମାଧାନ କରିବେ ସେନେଇ...

ବର୍ଷାରେ ଭୁଶୁଡ଼ିଲା ଘର: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

କେନ୍ଦୁଝର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେଣ୍ଟଲାପଶି ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଶୁକ୍ରବାର ରାତିରେ ବର୍ଷା ହୋଇ ଏକ ଭୁଶୁଡ଼ି ପଡ଼ିଛିି। ଗ୍ରାମର ହେବାରୁ ବେହେରାଙ୍କ...

Advertisement
Archives

Model This Week