ହୋର୍ଡିଂ ଉଠାଇଲା ପ୍ରଶାସନ

ଗଞ୍ଜାମ,୧୬ା୧(ଡି.ଏନ୍‌.ଏ.): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ପରେ ଆଚରଣ ବିଧି ଲାଗୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ବିଭିନ୍ନ ସ୍ଥାନରେ ଲାଗିଥିବା ବିଜ୍ଞାପନ ହୋର୍ଡିଂ ଉଠାଇବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି l ନିର୍ବାଚନ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର ଅରୁଣ କୁମାର ନାୟକଙ୍କ ପରାମର୍ଶ କ୍ରମେ ଏନ୍‌ଏସି ପ୍ରଶାସନ ପକ୍ଷରୁ ଏଥିପାଇଁ ଗଞ୍ଜାମ ସହରରେ ଲାଗିଥିବା ବିଭିନ୍ନ ରାଜନୈତିକ ଦଳର ହୋର୍ଡିଂକୁ ଉଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଖଣି ଦୁର୍ଘଟଣା ଅଞ୍ଚଳରେ ଏମ୍‌ସିଏଲ ସିଏମ୍‌ଡି:‘କୋଲ ଇଣ୍ଡିଆ ଇତିହାସରେ ପ୍ରଥମ’

ତାଳଚେର,୩୦ା୭(ନି.ପ୍ର.) ତାଳଚେର ଭରତପୁର କୋଇଲା ଖଣିରେ ଅତଡା ଖସିବା ଘଟଣା ପରେ ମହାନଦୀ କୋଲ ଫିଲ୍‌ଡସ (ଏମ୍‌ସିଏଲ)ର ସିଏମ୍‌ଡି ଭୋଳନାଥ ଶୁକ୍ଳା ସୋମବାର ଦିନିକିଆ ତାଳଚେର...

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା...

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ...

ଗଞ୍ଜାମ ସହରରେ ମାଲାମାଲ ଅସାଧୁ ବ୍ୟବସାୟୀ: ଦୋକାନ ଆଗରେ ତାଲା, ଭିତରେ ଖୋଲା

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.):ମହାମାରୀ କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ସଟ୍‌ଡାଉନ୍‌ରେ ଫାଇଦା ଉଠଉଛନ୍ତି ଗଞ୍ଜାମ ସହରର କିଛି ଅସାଧୁ ବ୍ୟବସାୟୀ l ଦେକାନ ଆଗରେ ତାଲା...

ଇକ୍‌ମୋ ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରେ ଆଉ ଜଣଙ୍କର ମୃତ୍ୟୁ

କଟକ ଅଫିସ, ୧।୧୦: ଏସ୍‌ସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହୃଦ୍‌ଘାତରେ...

ରାସ୍ତାରେ ଢାଲିଦେଲେ ଟମାଟର୍‌

ବରଗଡ଼ ଅଫିସ୍‌,୨୯।୩- ଘାତକ କରୋନା ଭୂତାଣୁ(କୋଭିଡ୍‌-୧୯) ସଂକ୍ରମଣକୁ ପ୍ରତିହତ ପାଇଁ ହୋଇଥିବା ଲକ୍‌ ଡାଉନ୍‌ କଟକଣାର ପ୍ରଭାବ ପରିବା ଚାଷୀଙ୍କ ଉପରେ ମଧ୍ୟ ପଡ଼ିଛି ।...

୧୭୪ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ଥିଲେ ପଦକ୍ଷେପ

କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ...

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର...

Advertisement
Archives

Model This Week