Posted inଖେଳ

ପ୍ୟାରିସ ଅଲିମ୍ପିକ୍ସରୁ ଘରକୁ ଫେରିଲେ ହକି ଟିମ୍‌

ନୂଆଦିଲ୍ଲୀ,୧୦।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ହକି ଦଳ ସ୍ପେନକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଥିଲା। ଏହି ବିଜୟ ପରେ ଭାରତୀୟ ଦଳ ଏବେ ନିଜ ଦେଶକୁ ଫେରିଛନ୍ତି। ଯେଉଁଠାରେ ତାଙ୍କୁ ଏକ ବଡ ସ୍ବାଗତ କରାଯାଇଥିଲା। ଗୁରୁବାର ସକାଳେ ଟିମ ଇଣ୍ଡିଆ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛି। ସେଠାରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏମାନଙ୍କୁ ସ୍ବାଗତ କରିବା ପାଇଁ ହଜାର ହଜାର ଲୋକ ବିମାନବନ୍ଦରରେ ପହଞ୍ଚିଥିଲେ। ଖେଳାଳିଙ୍କ ସୁରକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଥିଲା।
ଏହି ସମୟରେ ବିମାନବନ୍ଦରରେ ଢୋଲର ବ୍ୟବସ୍ଥା ମଧ୍ୟ କରାଯାଇଥିଲା। ଖେଳାଳିମାନେ ମଧ୍ୟ ଡ୍ରମର ସ୍ବରରେ ନାଚୁଥିବାର ନଜର ଆସିଥିଲେ। ସମସ୍ତ ଖେଳାଳିଙ୍କୁ ଫୁଲମାଳ ସହିତ ସ୍ବାଗତ କରାଯାଇଥିଲା। ଏହି ସମୟରେ ଭାରତୀୟ ଦଳର ଅଧିନାୟକ ହରମନପ୍ରୀତ ସିଂ ମଧ୍ୟ ଗଣମାଧ୍ୟମ ସହ କଥା ହୋଇଥିଲେ। ହରମନ କହିଛନ୍ତି, ପଦକ ତ ପଦକ। ଏହି ବିଜୟ ଦେଶ ପାଇଁ ଏକ ଅଦ୍ଭୁତ ମୁହୂର୍ତ୍ତ । ଆମେ ସ୍ବର୍ଣ୍ଣ ଜିତିବାକୁ ଚାହୁଁଥିଲୁ। କିନ୍ତୁ ଆମର ସ୍ବପ୍ନ ପୂରଣ ହୋଇପାରିଲା ନାହିଁ। କିନ୍ତୁ ବଡ କଥା ହେଉଛି ଆମେ ଖାଲି ହାତରେ ଆସି ନାହୁଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?