ତାରାତାରିଣୀଙ୍କ ପୀଠରେ ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ

ପୁରୁଷୋତ୍ତମପୁର,୨୯।୧୨(ଡି.ଏନ.ଏ.): ପୁରୁଷ ହକି ବିଶ୍ବକପ୍‌ ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରବାର ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ କରାଯାଇଛି। ତାରାତାରିଣୀଙ୍କ ପୀଠରେ ଟ୍ରଫି ପହଞ୍ଚିବା ପରେ ଉପସ୍ଥିତ ଥିବା ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ଏନ୍‌ଏସି ଅଧକ୍ଷା ପ୍ରିୟଙ୍କା ଗୌଡ, ଛତ୍ରପୁର ଉପଜିଲାପାଳ ପ୍ରଶନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ତହସିଲଦାର ସନ୍ତୋଷ କୁମାର ସାହୁ, ବିଡିଓ ବିଜୟ କୁମାର ବେହେରାଙ୍କ ସମେତ ଜନ ପ୍ରତିନିଧି, ମହିଳା ସଂଘ ଏବଂ ଅଙ୍ଗନୱାଡି କର୍ମୀମାନେ ସ୍ବାଗତ କରି ତାରାତାରିଣୀଙ୍କଠାରେ ଶୁଭ ମନାସି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri