ତାରାତାରିଣୀଙ୍କ ପୀଠରେ ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ

ପୁରୁଷୋତ୍ତମପୁର,୨୯।୧୨(ଡି.ଏନ.ଏ.): ପୁରୁଷ ହକି ବିଶ୍ବକପ୍‌ ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରବାର ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ କରାଯାଇଛି। ତାରାତାରିଣୀଙ୍କ ପୀଠରେ ଟ୍ରଫି ପହଞ୍ଚିବା ପରେ ଉପସ୍ଥିତ ଥିବା ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ଏନ୍‌ଏସି ଅଧକ୍ଷା ପ୍ରିୟଙ୍କା ଗୌଡ, ଛତ୍ରପୁର ଉପଜିଲାପାଳ ପ୍ରଶନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ତହସିଲଦାର ସନ୍ତୋଷ କୁମାର ସାହୁ, ବିଡିଓ ବିଜୟ କୁମାର ବେହେରାଙ୍କ ସମେତ ଜନ ପ୍ରତିନିଧି, ମହିଳା ସଂଘ ଏବଂ ଅଙ୍ଗନୱାଡି କର୍ମୀମାନେ ସ୍ବାଗତ କରି ତାରାତାରିଣୀଙ୍କଠାରେ ଶୁଭ ମନାସି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri