ଇଡିରେ ହାଜର ହେଲେ ହୋଟେଲ ବ୍ୟବସାୟୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଗୁରୁବାର ଇଡିରେ ହାଜର ହୋଇଛନ୍ତି ହୋଟେଲ ବ୍ୟବସାୟୀ ଶିବ ପ୍ରସାଦ ଦାସ। ମାଷ୍ଟରକ୍ୟାଣ୍ଟିନଠାରେ ଥିବା ତାଙ୍କର ଏକ ହୋଟେଲରେ ଡିଲ୍‌ ହୋଇଥିବା ବୋଲି କୁହାଯାଉଛି। ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳି ଉଭୟ ସେହି ହୋଟେଲରେ ଜଣେ ବ୍ୟକ୍ତିଙ୍କୁ ବ୍ଲାକମେଲିଂ କରିଥିଲେ। ଇଡି ତାଙ୍କୁ ପଚରାଉଚରା ଜାରି ରଖିଛି। ତାଙ୍କଠାରୁ ମଧ୍ୟ ଆଉ କିଛି ତଥ୍ୟ ହାସଲ କରିପାରେ ଇଡି। ଅନ୍ୟପକ୍ଷରେ ବୁଧବାର ମଧ୍ୟ ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri