ସୋନପୁରରେ ଅଗ୍ନି ବର୍ଷା

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଯେମିତି ଅଗ୍ନି ବର୍ଷୁଛି। ଏଥିରୁ ସୋନପୁର ଜିଲା ସବୁଠୁ ଊର୍ଦ୍ଧ୍ୱରେ ରହିଛି। ସମଗ୍ର ଦେଶରେ ରେକର୍ଡ କରିଥିବା ସୋନପୁର କ୍ରମାଗତ ଦିତୀୟ ଦିନରେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅସହ୍ୟ ତାତିରେ ସୋନପୁରବାସୀ ଆଉଟପାଉଟ ହେଉଛନ୍ତି।

ବୁଧବାର ସୋନପୁରର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ରେକର୍ଡ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ସୋନପୁର ରେକର୍ଡ କରିଥିବା ବେଳେ ମଙ୍ଗଳବାର ଏଠାରେ ପାରଦ ୪୪.୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆଜି ଏହି ତାପମାତ୍ରା ଆଉ ଟିକେ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri