ଘରେ ଲାଗିଲା ନିଆଁ, ଜଳିଗଲା ସବୁକିଛି

ମହାକାଳପଡ଼ା,୨୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛଲା ଗାଁରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗାଁର ଚନ୍ଦନ ଦାସଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଘରର ସମସ୍ତ ଆସବାବପତ୍ର ଜଳି ଯାଇଛି। ତେବେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନାହିଁ। ଖବରପାଇ ମହାକାଳପଡ଼ା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ ଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି l ଠିକା ନେଇଥିବା ସଂସ୍ଥାର ବେପରୁଆ ନୀତି ଯୋଗୁ ଏଭଳି...

ଓଭରଲୋଡିଂ ଯୋଗୁ ଓଲଟିଲା ସ୍କୁଲ ଅଟୋ: ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ, ୩ ଗୁରୁତର; ଗାଡ଼ିକୁ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ପଟ୍ଟାମୁଣ୍ଡାଇ,୭।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩...

ପୁରୀରେ ପୁଣି ୭ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୫୫ରେ ପହଞ୍ଚିଲା

ପୁରୀ ଅଫିସ,୧୪ା୬: ପୁରୀ ଜିଲାରୁ ରବିବାର ପୁଣି ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୧୫୫ରେ...

ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ...

ଆର୍‌ଟିଓ ଅଫିସରୁ ଦଲାଲ ହଟାଯିବା ପ୍ରସଙ୍ଗ: ଏଜେଣ୍ଟଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ, ଥଇଥାନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଆର୍‌ଟିଓ ଅଫିସରୁ ଦଲାଲ ହଟାଯିବା ପ୍ରସଙ୍ଗରେ ଏଜେଣ୍ଟମାନଙ୍କ ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଆର୍‌ଟିଓ ପରିସରରେ ବସିବା ପାଇଁ ଏଜେଣ୍ଟମାନଙ୍କ ପକ୍ଷରୁ...

ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ...

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିଛନ୍ତି।...

ନାଳରେ ପ୍ରବାହିତହେଉଛି ବର୍ଷା ଜଳ, ୩ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ

ମୁନିଗୁଡ଼ା,୧୩ା୮(ଡ଼ି.ଏନ.ଏ)-ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତ କୁଟୁଣିପଦର ଗ୍ରାମ ନିକଟରେ ଥିବା ନାଳରେ ବର୍ଷା ଜଳ ପ୍ରବାହିତ ହେଉଛି । ଗାଁକୁ ସଂଯୋଗ କରୁଥିବା...

Advertisement


Archives

Model This Week