ବର୍ଷାରେ ଭୁଶୁଡ଼ିଲା ଘର: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

କେନ୍ଦୁଝର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ତେଣ୍ଟଲାପଶି ପଞ୍ଚାୟତର ଗୋପୀନାଥପୁର ଗ୍ରାମରେ ଶୁକ୍ରବାର ରାତିରେ ବର୍ଷା ହୋଇ ଏକ ଭୁଶୁଡ଼ି ପଡ଼ିଛିି। ଗ୍ରାମର ହେବାରୁ ବେହେରାଙ୍କ ମାଟି ଘର କାନ୍ଥ ଭୁଶୁଡ଼ି ପଡିଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତୁରନ୍ତ ତାଙ୍କୁ କ୍ଷତିପୂରଣ ସହ ଘର ଯୋଗାଇଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।