ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ। ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ କଂଗ୍ରେସ ନେତା ଅଜୟ କୁମାର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ଭାଜପା ସଦସ୍ୟ ବିରୋଧ କରିବା ସହ ନାରାବାଜି କରିଥିଲେ। ଫଳରେ ଗୃହକୁ ବାଚସ୍ପତି ୧୧ ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ । ପରେ କିଛି ସମୟ ଗୃହକାର୍ଯ୍ୟ ଚାଲିବା ପରେ ସମାନ ପରିସ୍ଥିତି ଉପୁଜିଥିଲା । ଯାହାକୁ ନେଇ ପୁଣି ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri