Posted inଫୁରସତ

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଭିନ୍ନ ଧରଣର ଏକ ଘର ତିଆରି ଉପରେ ଗୁରୁତ୍ୱ ଦେଉଛନ୍ତି। ଯେଉଁଥିରେ କି ଲୁହା ଏବଂ ସିମେଣ୍ଟର କମ୍‌ ବ୍ୟବହାର କରାଗଲେ ମଧ୍ୟ ଏହା ଅଧିକ ସ୍ଥାୟୀ ହୋଇପାରିବ। ଏହି ଘରଗୁଡ଼ିକ ପରିବେଶ ପ୍ରତି ମଧ୍ୟ କ୍ଷତି ପହଞ୍ଚାଇ ନ ଥାଏ।

ଡେନମାର୍କର ଲାଇସୋ ଦ୍ୱୀପପୁଞ୍ଜରେ ଏପରି ସ୍ବତନ୍ତ୍ର ଧରଣଣ ଘର ସାମୁଦ୍ରିକ ଘାସରେ ତିଆରି କରାଯାଇଛି। ଏହି ଘରେ କେବେ କଳଙ୍କି ଲାଗିବ ନାହିଁ କି କୀଟପତଙ୍ଗର ଭୟ ମଧ୍ୟ ରହିବ ନାହିଁ। ଭୂକମ୍ପ ପରି ବିପର୍ଯ୍ୟୟକୁ ଏହା ସାମ୍ନା କରିବାରେ ସକ୍ଷମ ହେବ। ଡେନମାର୍କର ଲାଇସୋ ଦ୍ୱୀପରେ ଏପରି ଅନେକ ଘର ଅଛି। ଯାହାକି ସାମୁଦ୍ରିକ ଘାସ ବ୍ୟବହାର କରାଯାଇ ନିର୍ମିତ ହୋଇଛି। ଏହି ଘରଗୁଡ଼ିକ ଅନେକ ପିଢ଼ି ପର୍ଯ୍ୟନ୍ତ ରହିଥାଏ। ୧୭ତମ ଶତାବ୍ଦୀରୁ ଏହିପରି ସ୍ବତନ୍ତ୍ର ଘର ନିର୍ମାଣ କରାଯାଉଛି।

ଏହି ସାମୁଦ୍ରିକ ଘାସକୁ ସ୍ବତନ୍ତ୍ର ଭାବରେ ବିବେଚନା କରାଯାଏ। କାରଣ ଏହା ନିଆଁକୁ ଆୟତ୍ତ କରିପାରେ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ, ଏଲଗ୍ରାସ କାର୍ବନ ଡାଇଅକ୍ସାଇଡ ଅବଶୋଷଣ କରିଥାଏ। ଏହି ଉପାୟରେ ଘରେ ରହୁଥିବା ଲୋକଙ୍କୁ କୌଣସି ବାୟୁ ବିଶୋଧନକାରୀ ଆବଶ୍ୟକ କରନ୍ତି ନାହିଁ। ଏହି ଘରୁ ପ୍ରଚୁର ପରିମାଣର ଅମ୍ଳଜାନ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri