ସଟସର୍କିଟ ଯୋଗୁ ଜଳିଗଲା ଘର

ଗଞ୍ଜାମ,୧୫।୬(ଡି.ଏନ.ଏ.):ଗଞ୍ଜାମ ଜିଲା ରମ୍ଭା ଥାନା ପାଲଙ୍ଗ ପଞ୍ଚାୟତ ନିମୁସୁଲା ଗ୍ରାମରେ ବିଦ୍ୟୁତ ସଟସର୍କିଟ ଯୋଗୁ ବୁଧବାର ଅଗ୍ନିକାଣ୍ଡ ଘଟିଥିବା ଜଣା ପଡିଛି l ଏହି ଅଗ୍ନିକାଣ୍ଡରେ ସେହି ଗ୍ରାମର ବିନୋଦ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇ ଯାଇଛି। ଅନ୍ୟ ଘରକୁ ନିଆଁ ବ୍ୟାପିବା ପୂର୍ବରୁ ରମ୍ଭା ଦମକଳ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri