ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ

ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି ଦେଇଥିବା ଅଭଯୋଗ ହୋଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଛି। ଏହାକୁ କେନ୍ଦ୍ରକରି ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୪ ଗୁରୁତର

ରାୟଗଡା ଅଫିସ, ୩୦।୧: ରାୟଗଡ଼ା ଜିଲା ବିଷମ କଟକ ଥାନା ଅଧୀନ ବେଠିଆପଡା ନିକଟରେ ଶନିବାର ଭାରସାମ୍ୟ ହରାଇ ‘ରଘୁନାଥ’ ନାମକ ଏକ ଯାତ୍ରୀବାହୀ ବସ୍‌...

ଲୋକନାଥଙ୍କ ପୀଠରେ ଜଳିଲା ବୃହତ୍‌ ଦୀପ

ପୁରୀ ଅଫିସ,୨୦ା୨: ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ବୁଧବାର ଶ୍ରୀଲୋକନାଥଙ୍କ ପୀଠରେ ଜଳିଛି ବୃହତ ଜଗତ ମଙ୍ଗଳ ଜାଗର ଦୀପ। ଅଷ୍ଟମ ବର୍ଷ ଲାଗି ଏହି...

ରେଲ୍‌ଓ୍ବେ ପକ୍ଷରୁ ଓଭରବ୍ରିଜ କାମ ଶେଷ ପର୍ଯ୍ୟାୟରେ

ଜଟଣୀ,୧୭ା୪(ଡି.ଏନ୍‌.ଏ.): ଜଟଣୀ ସୀତାରାମ ଛକସ୍ଥିତ ଆନ୍ଧ୍ର ବ୍ୟାଙ୍କଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ବେଳେ ରେଳ ପ୍ରଶାସନ ପକ୍ଷରୁ ରେଲ୍‌ଓ୍ବେ...

ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌...

ଗଞ୍ଜାମରେ ଟ୍ରମାକେୟାର ସେଣ୍ଟର ଅଭାବ

ଛତ୍ରପୁର,୧୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ୁଥିବା ବେଳେ ସେଥିରେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ...

ବାହାଘର ପୂର୍ବରୁ ଜଳିବ ଜୁଇ

ଭୁବନେଶ୍ୱର,୭।୬(ବ୍ୟୁରୋ): ଆଉ ୩ଦିନ ପରେ ଘରେ ଆରମ୍ଭ ହୋଇଥାନ୍ତା ଭାଇର ବାହାଘର। ସବୁକିଛି କାମ ସାରି ଭାଇ ଦିନେଶ ଯାଦବ ଯଶୋବନ୍ତ-ହାଓଡା ଏକ୍ସପ୍ରେସରେ ଶାଲିମାର ଆସୁଥିଲା।...

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର...

ଜମି ବିବାଦରୁ ସଂଘର୍ଷ: ୨ମୃତ, ୮ ଗୁରୁତର

ଦଶମନ୍ତପୁର, ୧୦ା୭: ଜମିଜମା ବିବାଦକୁ କେନ୍ଦ୍ରକରି ହାତୀମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ୮ ଜଣ ଗୁରୁତର ଆହତ ହୋଇଛନ୍ତି।...

Advertisement
Archives

Model This Week