ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଭଦ୍ରକ ଜିଲା ଧୂଷୁରୀ ଥାନା ବୟାଙ୍ଗଡିହୀ ପଞ୍ଚାୟତ ନୂଆଗାଁରେ। ନୂଆଗାଁର ପ୍ରମିଳା ଦାସ ଶନିବାର ଘରେ ରୋଷେଇ କରୁଥିବା ବେଳେ ହଠାତ୍‌ ସିଲିଣ୍ଡରୁ ଗ୍ୟାସ ଲିକ୍‌ ହୋଇ ଶାଢୀରେ ନିଆଁ ଲାଗିଯାଇଥିଲା। ଏନେଇ ପ୍ରମିଳା ଚିତ୍କାର କରିଥିଲେ। ପାଟି ଶୁଣି ସ୍ବାମୀ ମହେନ୍ଦ୍ର ଉଦ୍ଧାର କରିବାକୁ ଘର ଭିତରକୁ ଯାଇଥିଲେ। ସେତିକିବେଳେ ତାଙ୍କ ଦେହରେ ମଧ୍ୟ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ସ୍ବାମୀ, ସ୍ତ୍ରୀଙ୍କୁ ଉଦ୍ଧାର କରି ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଉଭୟଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri