ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଭଦ୍ରକ ଜିଲା ଧୂଷୁରୀ ଥାନା ବୟାଙ୍ଗଡିହୀ ପଞ୍ଚାୟତ ନୂଆଗାଁରେ। ନୂଆଗାଁର ପ୍ରମିଳା ଦାସ ଶନିବାର ଘରେ ରୋଷେଇ କରୁଥିବା ବେଳେ ହଠାତ୍‌ ସିଲିଣ୍ଡରୁ ଗ୍ୟାସ ଲିକ୍‌ ହୋଇ ଶାଢୀରେ ନିଆଁ ଲାଗିଯାଇଥିଲା। ଏନେଇ ପ୍ରମିଳା ଚିତ୍କାର କରିଥିଲେ। ପାଟି ଶୁଣି ସ୍ବାମୀ ମହେନ୍ଦ୍ର ଉଦ୍ଧାର କରିବାକୁ ଘର ଭିତରକୁ ଯାଇଥିଲେ। ସେତିକିବେଳେ ତାଙ୍କ ଦେହରେ ମଧ୍ୟ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ସ୍ବାମୀ, ସ୍ତ୍ରୀଙ୍କୁ ଉଦ୍ଧାର କରି ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଉଭୟଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲକୁ ଖସିଲା ସ୍କୁଲ ଭ୍ୟାନ: ୧୧ ଛାତ୍ରୀଛାତ୍ର, ଡ୍ରାଇଭର ଆହତ

ନିମାପଡ଼ା, ୪।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଚାରିଛକ ଫାଣ୍ଡି ଅନ୍ତର୍ଗତ ବାହାରେଣ ପଞ୍ଚାୟତ ଓଡ଼ଗୁଆଁ ଗ୍ରାମ ରାସ୍ତାକଡ଼ରେ ସୋମବାର ସକାଳେ ଏକ ସ୍କୁଲ ଭ୍ୟାନ୍‌ ୧୧ ଛାତ୍ରୀଛାତ୍ରଙ୍କୁ...

ଭେଜାଲ ଖାଦ୍ୟ ସାମଗ୍ରୀ ଉପରେ ଅଙ୍କୁଶ ନାହିଁ

ଯାଜପୁର ଅଫିସ,୧୪ା୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ବ୍ୟାସନଗର ସହର। ଏଠାରେ ଓଏମ୍‌ସି, ଶ୍ରମ ଯୁଗ୍ମ ଉପନିର୍ଦ୍ଦେଶକ, ଖଣି ଉପନିର୍ଦ୍ଦେଶକ, ଜିଲା ଉଠା ଜଳସେଚନ...

ଗୁରୁତର ଅବସ୍ଥାରେ ପଡ଼ିରହିଛି ହାତୀ: ପହଞ୍ଚି ନାହାନ୍ତି ଡାକ୍ତରୀ ଟିମ୍‌

ଚୌଦ୍ୱାର,୨୭ା୯(ଡି.ଏନ୍‌.ଏ): କଟକ ବନଖଣ୍ଡ ଡାଳିଯୋଡା ରେଞ୍ଜ ମଙ୍ଗରାଜପୁର ଡମଡମଣୀ ଜଙ୍ଗଲରେ ଏକ ମାଈ ହାତୀ ଗୁରୁତର ଅବସ୍ଥାରେ ପଡିରହିଛି । ଡମଡମଣୀ ଜଙ୍ଗଲ ନିକଟରେ ଥିବା...

ବଗଲାକୁ ନେଇ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ପୂରୀ ଅଫିସ, ୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ତୀବ୍ର ହେଉଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିଭିନ୍ନ ରାଜନୈତିକ ଦଳ ବିରୋଧ...

ଚଳିତବର୍ଷ ବଢ଼ିବନି ସ୍ଥାବର ସମ୍ପତ୍ତି ମୂଲ୍ୟ

ଭୁବନେଶ୍ୱର,୬ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହର ହୁ ହୁ ହୋଇ ମାଡ଼ିଚାଲିଛି। ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର...

ନେଟ୍‌ଓ୍ବର୍କ ପାଇବାକୁ ନୟାନ୍ତ

ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଅପରାହ୍ନ ୪ଟା ଯାଏ ପୁଣି ଗୃହ ମୁଲତବୀ। ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଛନ୍ତି। ସୂଚନାନୁସାରେ, ସୋମବାରଠୁ ଖାଉଟି...

୧୫ ପଞ୍ଚାୟତର ୭୩୪ ବିସ୍ଥାପିତ

ନିଶ୍ଚିନ୍ତକୋଇଲି,୨୫।୫(ସ୍ବ.ପ୍ର.): ମନ୍ତ୍ରୀ ପ୍ରତାପ ଜେନାଙ୍କ ଜିରୋ କାଜୁଆଲିଟି ତାଗିଦ ପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇଛି। ବୁଧବାର ଅପରାହ୍ନରେ ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ୍‌ ହେବ। ଏଥିପାଇଁ...

Advertisement
Archives

Model This Week