ଦା’ରେ ସ୍ତ୍ରୀଙ୍କ ବେକ କାଟିଦେଲେ ସ୍ବାମୀ

ପାରଳାଖେମୁଣ୍ଡି,୩୦।୧୨: ଗଜପତି ଜିଲା ଗୋଷାଣି ବ୍ଲକ ଗାରବନ୍ଧ ଥାନା ଅନ୍ତର୍ଗତ ଅଡଗାଁରେ ଏକ ଅଘଟଣ ଘଟିଛି। ସ୍ବାମୀ ଦା’ ରେ ସ୍ତ୍ରୀଙ୍କ ବେକ କାଟି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ପାରିବାରିକ କଳହରୁ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି। ସ୍ବାମୀ ଗଙ୍ଗା ବଡମୁଣ୍ଡି ବୁଧବାର ରାତିରେ ପାସଜନି ବଡମୁଣ୍ଡିକୁ ହତ୍ୟା କରିଥିବା ପୋଲିସ ସୂଚନା ଦେଇଛି । ଏ ନେଇ ଆଜି ଗାରବନ୍ଧ ଥାନାରେ କେସ ନଂ. ୧୦୫/୨୧ ମାମଲା ରୁଜୁ ହୋଇଛି। ଘଟଣାସ୍ଥଳରେ ଅତିରିକ୍ତ ଏସ୍‌ପି ବାମଦେବ ସିଂ ରହି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଣ୍ଟିଫିକ୍‌ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ରାଶନ ସାମଗ୍ରୀ ଦେଲେ ସରପଞ୍ଚ

ରୂପ୍‌ସା, ୨୯।୩(ଡି.ଏନ.ଏ.)-ଦେଶବ୍ୟାପୀ କରୋନା କଟକଣା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଭିକ୍ଷା ବୃତ୍ତି କରି ଚଳୁଥିବା ଅସହାୟମାନଙ୍କ ଜନଜୀବନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବାଲେଶ୍ୱର ସଦର...

ଗରିବ, ଅସହାୟଙ୍କୁ ମାସ୍କ

ବରଗଡ଼ ଅଫିସ୍‌,୨।୫: ଭାରତ ସ୍କାଉଟ୍‌ ଆଣ୍ଡ୍‌ ଗାଇଡ୍‌ର ବରଗଡ଼ ଶାଖା ଗରିବ, ଅସହାୟଙ୍କୁ ମାସ୍କ ବାଣ୍ଟିଛି । ଭାଗୀରଥି ମହାରଣାଙ୍କ ତତ୍ତ୍ବାବଧାନରେ ସ୍ଥାନୀୟ ଗାନ୍ଧୀଛକ, କଚେରୀ...

‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍‌,ଏପିଏଲ୍‌ଙ୍କୁ ବିଜୁଳି’

ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍‌ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର...

ଜମି ଦେଇ ପଟ୍ଟା କଥା ଭୁଲିଗଲା ସିଡିଏ; ଚିନ୍ତାରେ ଅଭିନବ ବିଡ଼ାନାସୀବାସୀ

କଟକ ଅଫିସ, ୩ା୧୦: ଅଭିନବ ବିଡ଼ାନାସୀ ହେଉଛି ରାଜ୍ୟ ସରକାରଙ୍କ ଏକ ଉଚ୍ଚ ଆକାଂକ୍ଷିତ ପ୍ରକଳ୍ପ। ଯେହେତୁ ପୁରୁଣା କଟକ ଯୋଜନା ମୁତାବକ ତଥା ସୁବ୍ୟବସ୍ଥିତ...

ବେଲପାହାଡ଼ ଆକ୍ସିସ୍‌ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ

ବେଲପାହାଡ଼,୪।୯(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ...

ଧରାପଡ଼ିଲା ଖୁଣ୍ଟ ଚୋରି ଗ୍ୟାଙ୍ଗ୍‌

ରାସୋଳ, ୬।୪(ଡି.ଏନ୍‌.ଏ.) – ବିଦ୍ୟୁତ୍‌ ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା କମ୍ପାନୀ ଦିନବେଳା ଯେଉଁ ସବୁ ଖୁଣ୍ଟ ପୋତୁଥିଲା, ସେସବୁକୁ ରାତିରେ ଯୋଜନାବଦ୍ଧ ଭାବେ ଗ୍ୟାସ୍‌...

ବିଶ୍ୱାସର ପର୍ବ ଝାମିଯାତ୍ରା

ଜୟପୁର,୧୦ା୩(ନି.ପ୍ର.): ଝାମିଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଜୟପୁର। ଏହି ଯାତ୍ରାରେ ସିରଲୀ ଦେବୀଙ୍କୁ ପୂଜା କରାଯାଇଥାଏ। ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ଏହି ଯାତ୍ରାର ପ୍ରସ୍ତୁତି। ଶିବରାତ୍ରି...

ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର

ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ...

Advertisement
Archives

Model This Week