ପ୍ରିୟଙ୍କାଙ୍କୁ ଏମିତି ଉପହାର ଦେଲେ ସ୍ବାମୀ, ପ୍ରଶଂସା କରି କହିଲେ…

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌। ସେ ସର୍ବଦା ସୋସିଆଲ ମିଡିଆରେ କିଛିନା କିଛି ପୋଷ୍ଟ ଶେୟାର କରନ୍ତି। ବର୍ତ୍ତମାନ ସେ ତାଙ୍କର ଆଗାମୀ ଫିଲ୍ମ ‘ସାଇଟଡେଲ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ନିକଟରେ ପ୍ରିୟଙ୍କା ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ପ୍ରିୟଙ୍କା ଏକ ଗାଡ଼ିରେ ବସିଥିବା ନଜର ଆସିଛନ୍ତି। ସ୍ବାମୀ ଦେଇଥିବା ଏହି ଉପହାରକୁ ସେ ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଫଟୋ ଶେୟାର କରି କ୍ୟାପଶନରେ ଲେଖିଛନ୍ତି-‘ଏବେ ଏହାକୁ କୁହାଯାଏ ନା ରାଇଡ । ଧନ୍ୟବାଦ ନିକ ଜୋନସ ମୋତେ ସବୁବେଳେ ସାହାଯ୍ୟ କରିଥିବାରୁ । ତମେ ସବୁଠାରୁ ବେଷ୍ଟ ସ୍ବାମୀ। ପ୍ରିୟଙ୍କା ଶୁଟିଂ ସେଟ୍‌କୁ ଯିବା ପାଇଁ ନିକ୍‌ ତାଙ୍କୁ ଏହି ଗାଡ଼ି ଉପହାର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ କୁମାରଙ୍କୁ ଭେଟିବା ପାଇଁ ୧୮ ଦିନରେ ୯ ଶହ କିମି ଚାଲି ମୁମ୍ବାଇରେ ପହଞ୍ଚିଲେ ଯୁବକ: ସୋସିଆଲ୍‌ ମିଡ଼ିଆରେ ଫଟୋ ଶେୟାର

ମୁମ୍ବାଇ,୧।୯: ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କୁ ଭେଟିବା ପାଇଁ ଜଣେ ଯୁବକ ୧୮ ଦିନରେ ୯ ଶହ କିଲୋମିଟର ପାଦରେ ଚାଲି ଚାଲି ମୁମ୍ବାଇ ପହଞ୍ଚିଛନ୍ତି।...

ଅତୀତକୁ ମନେ ପକାଇଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଦେଖାଯାଇଛି। କିଛିଦିନ ହେବ ସେ କିଛି ପୁରୁଣା ଫଟୋ ଇନଷ୍ଟାଗ୍ରାମରେ...

ବିବାହର ପ୍ରଥମ ଭାଲେଣ୍ଟାଇନ୍‌ ଡେ’ ସଲମାନଙ୍କ ସହ ବିତାଇବେ କ୍ୟାଟ୍ରିନା

ସୁପରଷ୍ଟାର ସଲମାନ ଖାନ ମୁମ୍ବାଇର ୟଶ ରାଜ ଫିଲ୍ମ ଷ୍ଟୁଡିଓରେ ଆସନ୍ତା ଫେବୃୟାରୀ ୫ଠାରୁ ‘ଟାଇଗର ୩’ର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଶୁଟିଂ...

ଶାହରୁଖଙ୍କ ପୁଅଙ୍କୁ ଆଶ୍ୱସ୍ତି

ମୁମ୍ବାଇର ପ୍ରସିଦ୍ଧ କ୍ରୁଜ ଡ୍ରଗ୍ସ ମାମଲାରେ ବମ୍ବେ ହାଇକୋର୍ଟରୁ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରୁ ଆର୍ଯ୍ୟନଙ୍କ ନାମ...

‘ବ୍ରହ୍ମାସ୍ତ୍ର’ରେ ଶାହାରୁଖ୍‌ଙ୍କ ଏଣ୍ଟ୍ରି

ଦୀର୍ଘଦିନ ଧରି ଶାହାରୁଖ ଖାଁଙ୍କୁ ଫ୍ୟାନ୍‌ମାନେ ସିଲ୍‌ଭର ସ୍କ୍ରିନ୍‌ରେ ଦେଖିନାହାନ୍ତି। ସେ ଶେଷଥର ପାଇଁ ଆନନ୍ଦ ଏଲ୍‌ ରାୟଙ୍କ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ଏହା ପରେ...

ଟୁଇଟର ୟୁଜର୍ସଙ୍କ ଟାର୍ଗେଟରେ ଅକ୍ଷୟ!

ମୁମ୍ବାଇ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବେ ଟୁଇଟର ୟୁଜସଙ୍କ ଟାର୍ଗେଟକୁ ଆସି ଯାଇଛନ୍ତି । କାରଣ ତାଙ୍କ ଅପକମିଂ ଫିଲ୍ମ ‘ଲକ୍ଷ୍ମୀ ବମ୍‌’କୁ ନେଇ...

୨୫ ବର୍ଷ ପରେ କରଣ ଜୋହରଙ୍କ ସହ ଫିଲ୍ମ କରିବେ ସଲମାନ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଅପକମିଙ୍ଗ ଫିଲ୍ମ ‘କିସି କା ଭାଇ କିସି କି ଜାନ’ ଇଦ୍‌ ଅବସରରରେ ମୁକ୍ତିଲାଭ କରିବ। ଏହି ସମୟରେ...

କିଛି ସମୟର ଅପେକ୍ଷା, ରିଲିଜ୍‌ ହେବ ‘କେଜିଏଫ-୨’

ଆଉ ମାତ୍ର କିଛି ଘଣ୍ଟା ପରେ ‘କେଜିଏଫ-୨’ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ନେଇ ଦର୍ଶକ ଖୁବ୍‌ ଉତ୍ସାହ ଅଛନ୍ତି। ଫିଲ୍ମ ରିଲିଜ ପୂର୍ବରୁ ଆଡଭାନ୍ସ...

Advertisement
Archives

Model This Week