ସ୍ତ୍ରୀଙ୍କ ସହ ଝଗଡ଼ା କରି ପୋଖରୀକୁ ଡେଇଁଲେ ସ୍ବାମୀ

କେନ୍ଦୁଝର,୧ା୯(ସ୍ବ.ପ୍ର.): କେନ୍ଦୁଝର ପୌରାଞ୍ଚଳର ଶିରିପୁର ପୋଖରୀକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ହୋଇଥିବା ବେଳେ ଦମକଳ ବାହିନୀ ଖୋଜାଖୋଜି କରୁଛି। ତାଙ୍କ ନାମ କୁନୁ ମୁଖୀ ବୋଲି ଜଣାପଡିଛି। ତାଙ୍କ ଘର କଟରାବେଡ଼ା ଗ୍ରାମରେ। କୁନୁ ଅନ୍ୟମାନଙ୍କ ସହିତ କାମ କରିବାକୁ କେନ୍ଦୁଝର ଆସିଥିଲେ। ଗୁରୁବାର ଶିରିପୁର ଗ୍ରାମକୁ ଯାଇ ହାଣ୍ଡିଆ ପିଇ ଫେରୁଥିବା ବେଳେ ସ୍ତ୍ରୀଙ୍କ ସହ ଝଗଡ଼ା କରି ପୋଖରୀକୁ ଡେଇଁ ପଡ଼ିଥିଲେ। ଘଟଣାସ୍ଥଳରେ ପ୍ରବଳ ଭିଡ଼ ଲାଗିଥିବା ବେଳେ ଟାଉନ ଥାନା ପୋଲିସ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri