ସ୍ତ୍ରୀଙ୍କୁ ହାଣି ହତ୍ୟା କଲେ ସ୍ବାମୀ

ଭବାନୀପାଟଣା,୧୩।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବୁଧବାର ସକାଳେ ଏକ ଅଭବାନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଭବାନୀପାଟଣା ସଦର ଥାନା ଅନ୍ତର୍ଗତ  ଗୋଇପିଟାର ମୋହନ ଭାଟି(୫୩) ଓ ତାଙ୍କ ସ୍ତ୍ରୀ ମିନା ଭାଟି(୪୭)ଙ୍କ ମଧ୍ୟରେ ପାରିବାରିକ ସମସ୍ୟାକୁ ନେଇ ବିଭିନ୍ନ ସମୟରେ ଝଗଡା ହେଇ ଆସୁଥିଲା । ମଙ୍ଗଳବାର ରାତିରେ ପୁଣିଥରେ ଦୁଇଜଣଙ୍କ ମଧ୍ୟରେ କଳହ ହେବାରୁ ଏଥିରେ ଉତ୍ୟକ୍ତ ହେଇ ମୋହନ ଟାଙ୍ଗିଆରେ ମିନାଙ୍କୁ ହାଣି ହତ୍ୟା କରିଥିବା ସୂଚନା ମିଳିଛି । ଗାଁ ଲୋକେ ଖବରପାଇ ସଦର ଥାନାକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ସ୍ବାମୀ ମୋହନଙ୍କୁ ଗିରଫ କରିଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri