ନବନିର୍ବାଚିତ ସମିତିସଭ୍ୟାଙ୍କ ସ୍ବାମୀ ଗିରଫ

ବାଲିଗୁଡ଼ା,୨ା୩(ଡି.ଏନ୍‌.ଏ.): ଓ୍ବାରେଣ୍ଟ ବଳରେ ନବ ନିର୍ବାଚିତ ସମିତିସଭ୍ୟାଙ୍କ ସ୍ବାମୀ ଗିରଫ ହୋଇଛନ୍ତି।

ବାଲିଗୁଡ଼ା ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟର କେସ ନଂ. ସିଟି ୫୨/୨୦ ମାମଲାରେ ମଦନ ଦିଗାଳ ଗିରଫ ହୋଇଛନ୍ତି। ଗିରଫ ମଦନ ଦିଗାଳଙ୍କ ଘର ବାଲିଗୁଡା ଥାନା ଅନ୍ତର୍ଗତ ସଲାଗୁଡ଼ା ପଞ୍ଚାୟତରେ ା ଗିରଫ ବ୍ୟକ୍ତିଙ୍କ ସ୍ତ୍ରୀ ଏହି ପଞ୍ଚାୟତ ନିର୍ବାଚନରେ ସଲାଗୁଡ଼ା ପଞ୍ଚାୟତରେ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି ା ବାଲିଗଡ଼ା ପୋଲିସ ଆଜି ଅଭିଯୁକ୍ତ ମଦନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ବୋଲି ଥାନାଧିକାରୀ ବାବା ଶଙ୍କର ସରାଫ ସୁଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri